ମୁମ୍ବାଇ: ଦାଦା ସାହେବ ଇଂଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛନ୍ତି । ଏହାର ୫ମ ସଂସ୍କରଣରେ ତାହ୍ନାଜୀ ଦି ଅନସଙ୍ଗ ୱାରିୟର ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି । ଅକ୍ଷୟ କୁମାର ଲକ୍ଷ୍ମୀ ପାଇଁ ଏବଂ ଦୀପିକା ପାଦୁକୋନ ଛପାକ ଫିଲ୍ମ ନିମନ୍ତେ ଶ୍ରେଷ୍ଠ ଅଭିନେତା ଓ ଅଭିନେତ୍ରୀ ପୁରସ୍କାର ହାତେଇଛନ୍ତି ।
ପୁରସ୍କାର ତାଲିକା
ଶ୍ରେଷ୍ଠ ଆନ୍ତର୍ଜାତୀୟ ଫିଲ୍ମ: ପାରାସାଇଟ, ଶ୍ରେଷ୍ଠ ଫିଲ୍ମ: ତାହ୍ନାଜୀ ଦି ଅନସଙ୍ଗ ୱାରିୟର, ଶ୍ରେଷ୍ଠ ନିର୍ଦ୍ଦେଶକ: ଅନୁରାଗ ବସୁ(ଲୁଡୋ), ଶ୍ରେଷ୍ଠ ଅଭିନେତା: ଅକ୍ଷୟ କୁମାର (ଲକ୍ଷ୍ମୀ), ଶ୍ରେଷ୍ଠ ଅଭିନେତ୍ରୀ:ଦୀପିକା ପାଦୁକୋନ (ଛପାକ), କ୍ରିଟିକ୍ସ ଶ୍ରେଷ୍ଠ ଅଭିନେତା: ସୁଶାନ୍ତ ସିଂ ରାଜପୁତ (ଦିଲ ବେଚାରା), ଶ୍ରେଷ୍ଠ ଅଭିନେତ୍ରୀ:କିୟାରା ଆଡଭାନୀ (ଗିଲ୍ଟି), ଶ୍ରେଷ୍ଠ ସହ ଅଭିନେତା: ବିକ୍ରାନ୍ତ ମେସି (ଛପାକ) ଓ ଶ୍ରେଷ୍ଠ ସିନେମାଟାଗ୍ରାଫର:ଜିତିନ ହରମିତ ସିଂ (ଖୁଦା ହାଫିଜ) ।
BREAKING NEWS
- ବଡ଼ ପରଦାରେ ପୁଣି ଏକାଠି ହେବେ ସନ୍ନି-ରାଜକୁମାର; ଖୁବ୍ଶୀଘ୍ର ଆସୁଛି ଆକ୍ସନ୍ ଥ୍ରୀଲର ଘାତକ ୨
- ଆଶ୍ରମ ବିଦ୍ୟାଳୟରେ ବ୍ୟାପିଲାଣି ଜଣ୍ଡିସ;ଗୋଟିଏ ସପ୍ତାହରେ ୧୦ ଛାତ୍ରଛାତ୍ରୀ ଆକ୍ରାନ୍ତ
- ମହାନଦୀ ଜଳ ବିବାଦ: ସମାଧାନର ବାଟ ଫିଟାଇବ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସ୍ୱତନ୍ତ୍ର ବୈଷୟିକ କମିଟି
- ଓୟୁଏଟିରେ ବଡ଼ ଅଘଟଣ: ନିର୍ମାଣାଧୀନ ଗେଟ୍ର ଛାତ ଭୁସୁଡ଼ି ୩ ଶ୍ରମିକ ଆହତ
- ହକି ୱାର୍ଲ୍ଡ କପ୍ ୨୦୨୬: ନେଦରଲ୍ୟାଣ୍ଡସ ବିପକ୍ଷରେ ଭାରତର କର ବା ମର ମୁକାବିଲା
- India, Singapore sign pacts:ସାମୁଦ୍ରିକ ଐତିହ୍ୟ, ଖାଦ୍ୟ ସୁରକ୍ଷା ଓ ଟେଲିକମ୍ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଭାରତ ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
- ଆସନ୍ତାକାଲି ଭଦ୍ରକ ଜିଲ୍ଲାର ୧୩୯ ସ୍କୁଲ ଛୁଟି ଘୋଷଣା, ୫ ବ୍ଲକର ୨୨୫ ଅଙ୍ଗନବାଡ଼ି ମଧ୍ୟ ଛୁଟି
- ମନି ଲଣ୍ଡ୍ରିଂ ମାମଲା: ଖଣି ବ୍ୟବସାୟୀ ରତିକାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ଇଡି, କ୍ରିପ୍ଟୋ ସ୍କାମ୍ରେ ଇଓଡବ୍ଲ୍ୟୁର କଡ଼ା କାର୍ଯ୍ୟାନୁଷ୍ଠାନ
- ଭିଜିଲାନ୍ସ ଜାଲରେ ଲାଠିକଟା ତହସିଲଦାର: ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ
- ଯଶସ୍ୱୀ ଜୈସୱାଲଙ୍କ କଠିନ ଅଭ୍ୟାସ: କଟ୍ ସଟ୍ ସୁଧାରିବାକୁ ନେଟ୍ସରେ ଝାଳ ବୁହାଉଛନ୍ତି ୟଙ୍ଗ୍ ଓପନର୍

Comments are closed.