ଭୁବନେଶ୍ୱର: ରାଜଧାନୀରେ ମର୍ଣ୍ଣିଂ ଲୁଟେରାଙ୍କ ଆତଙ୍କରାଜ । ନିଳାଦ୍ରୀ ବିହାର ଅଞ୍ଚଳରେ ଫୁଲ ତୋଳୁଥିବା ବେଳେ ମହିଳାଙ୍କ ବେକରୁ ଝାମ୍ପି ନେଲେ ସୁନା ଚେନ୍ । ବାଇକରେ ଆସିଥିଲେ ତିନି ଜଣ ଦୁର୍ବୃତ୍ତ । ମହିଳାଙ୍କୁ ଆକ୍ରମଣ କରି ତାଙ୍କଠାରୁ ସୁନା ଚେନ୍ ଲୁଟିଥିଲେ । ଏମିତିବେଳେ ମହିଳାଙ୍କ ସ୍ୱାମୀ ବିରୋଧ କରିଥିଲେ । ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ ଲୁଟେରା । ଏହାପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ଉଭୟ ସ୍ୱାମୀ-ସ୍ତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ସକାଳୁ ସକାଳୁ ମର୍ଣ୍ଣିଂ ଓ୍ୱାକରେ ଯାଉଥିବା କିମ୍ବା ଫୁଲ ତୋଳୁଥିବା ମହିଳାଙ୍କୁ ଏବେ ଟାର୍ଗେଟ କରୁଛନ୍ତି ଲୁଟେରା ।
BREAKING NEWS
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
Comments are closed.