ଭଦ୍ରକ: ଯେତେ କାର୍ଯ୍ୟାନୁଷ୍ଠାନ ହେଲେ ବି ଥମୁନି ବେଆଇନ୍ ଗୋରୁ ଚାଲାଣ । ପୁଣି ଭଦ୍ରକ ଜିଲ୍ଲାରୁ ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ ଜବତ । ଚରମ୍ପା ନିକଟରୁ ଗୋରୁ ବୋଝେଇ ପିକ୍ଅପ୍ ଭ୍ୟାନକୁ ଜବତ କରିଛି ପୋୱିସ । ଭଦ୍ରକରୁ କୋଲକାତା ଚାଲାଣ ବେଳେ ଧରାପଡ଼ିଲା ଗାଡ଼ି । ସେଥିରୁ ୨୦ ଗୋରୁଙ୍କୁ ଉଦ୍ଧାର କରାଯାଇଛି । ପିକ୍ଅପ୍ ଗାଡ଼ି ସହ ଡ୍ରାଇଭରକୁ ଅଟକ ରଖିଛି ଚରମ୍ପା ପୋଲିସ୍ । ଅଧିକ ଖୋଳତାଡ ଜାରି ରହିଛି ।
BREAKING NEWS
- ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ: ପନ୍ତଙ୍କ ଅର୍ଦ୍ଧଶତକ
- ୧୪ ମ୍ୟାଚରେ ୬ ଥର ଶୂନରେ ଆଉଟ ହେଲେଣି ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ
- Fuel crunch amid Iran war:ନେପାଳରେ ପେଟ୍ରୋଲିୟମ ଅଭାବ; ସରକାର ପ୍ରତି ସପ୍ତାହରେ ୨ ଦିନ ଛୁଟି କଲେ ଘୋଷଣା
- ଘୋଷଣା ହେଲା ଅକ୍ଷୟ-ବିଦ୍ୟାଙ୍କ ଫିଲ୍ମର ନାମ
- ସମସ୍ତ ଘରୋଇ ସ୍କୁଲ ସରକାରୀ ନିୟମ ମାନିବା ଅତ୍ୟନ୍ତ ଆବଶ୍ୟକ: ଗଣଶିକ୍ଷା ମନ୍ତ୍ରୀ
- ରାଜ୍ୟ କ୍ୟାବିନେଟ୍ର ଐତିହାସିକ ନିଷ୍ପତ୍ତିକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସ୍ୱାଗତ
- ୨୭୮୧ କୋଟି ଟଙ୍କାର ବ୍ୟାପକ ବନ୍ୟା ପରିଚାଳନା ଯୋଜନା ପ୍ରସ୍ତୁତ
- ୫କେଜି ଗ୍ୟାସ୍ ବିକ୍ରି ବନ୍ଦ,ଇ-କେୱାଇସି ଥିଲେ ଏଜେନ୍ସିରୁ ଗ୍ୟାସ୍ ପାଇବେ
- ଓଡିଶା ଯାତ୍ରା ମଞ୍ଚରେ ଦେଖିବାକୁ ମିଳିବ ଏହି ବଲିଉଡ୍ ଷ୍ଟାରଙ୍କ ଅଭିନୟ, ରାଣୀ ପଣ୍ଡାଙ୍କ ସହ ଆସିବେ ନଜର
- ଆମେରିକା ନାଟୋ ଛାଡିଦେଲେ କିଏ ସବୁଠାରୁ ଅଧିକ ଲାଭବାନ ହେବ?
Comments are closed.