ଭୁବନେଶ୍ୱର: ଜାତୀୟ ରାଜପଥ ସିଆରପି ଓଭରବ୍ରିଜ୍ ଉପରେ କାର୍ ସିରିଜ୍ ଦୁର୍ଘଟଣା ଘଟାଇଛି । ନିଶାସକ୍ତ ଅବସ୍ଥାରେ ୪ଟି କାର୍କୁ ପିଟିଛନ୍ତି ୨ଜଣ ଯୁବକ । ନିଶାସକ୍ତ ଅବସ୍ଥାରେ ଯୁବକ ଦୁଇ ଜଣ ଗୋଟିଏ ପରେ ଗୋଟିଏ ଗାଡିକୁ ପିଟିଚାଲିଥିଲେ । ୪ଟି କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ଦୁର୍ଘଟଣାରେ ୪ଜଣ ଆହତ ହୋଇଛନ୍ତି । ଏଥିରେ କାହାର ମୃତ୍ୟୁ ହୋଇନାହିଁ । ଦୁର୍ଘଟଣା ସମୟରେ ଆରଟିଆଇ ଗାଡି ସାଇଜ କରୁଥିବା ବେଳେ ଏହି ଘଟଣା ଘଟିଥିଲା । ଯୁବକ ଦୁଇଜଣଙ୍କୁ ଅଟକାଇବାକୁ ଉଦ୍ୟମ କରାଯାଇଥିଲେ ବି ନିଶାସକ୍ତ ଯୁବକ ଦୁର୍ଘଟଣା ଘଟାଇଚାଲିଥିଲେ । ପୁଲିସ ଯୁବକ ଦୁଇଜଣଙ୍କୁ ଅଟକ ରଖ ପଚରାଉଚୁରା ଜାରି ରଖିଛି ।
BREAKING NEWS
- ଭାରତୀୟ ପ୍ରତିନିଧିଙ୍କୁ CWG ପତାକା ହସ୍ତାନ୍ତର; ୨୦୩୦ରେ ଅହମ୍ମଦାବାଦରେ ହେବ…
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
Comments are closed.