କେନ୍ଦୁଝର: ଘାଟିରେ ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଘାଟିରେ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବରଯାତ୍ରୀଙ୍କୁ ଧରି ଢେଙ୍କିକୋଟରୁ ରାଉରକେଲା ଫେରୁଥିଲା ସ୍ନେହା ସଫାରୀ ନାମକ ବସ । ଏତିକିବେଳେ କାଞ୍ଜିପାଣି କୁସୁମ ଘାଟିରେ ବସ୍ ଦୁର୍ଘଟଣାର ଶିକାର ହେଲା । ବସରେ ୪୫ ଜଣ ଯାତ୍ରୀ ଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ତେଲକୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲା ।
BREAKING NEWS
- ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନର ଆକ୍ରମଣ
- କାହିଁକି TMC ନାମ ଓ ଚିହ୍ନ ଫ୍ରିଜ୍ କଲେ ନିର୍ବାଚନ କମିଶନ…
- ପିଏମ ମୋଦୀଙ୍କ ଜନ୍ମଦିନରେ ମେଗା ରକ୍ତଦାନ ଶିବିର; ସଂଗ୍ରହ ହେଲା ୮୮୧୦ ୟୁନିଟ ରକ୍ତ…ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା
- ଅଭିଷେକଙ୍କ ରେକର୍ଡ: ୧୨୭ ରନ୍ରେ ଆଫଗାନିସ୍ତାନକୁ ହରାଇ ଭାରତର କ୍ଲିନ୍ ସ୍ୱିପ୍
- PM ମୋଦୀଙ୍କ ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ‘ଆଶୀର୍ବାଦର ଦୀପ’
- ପାଟ୍ରୋଲିଂବେଳେ ଧରାପଡିଲେ କଇଁଛ ଚାଲାଣ ରାକେଟ୍; ୪ ଗିରଫ, ୫୫ ଜୀବନ୍ତ କଇଁଛ ଉଦ୍ଧାର
- ବିସିସିଆଇ ସପକ୍ଷରେ ସତ୍ୟପାଠ ଦାଖଲ କଲେ ଓସିଏ ସଭାପତି
- ଟି୨୦ରେ ଅଭିଷେକଙ୍କ ବିସ୍ଫୋରକ ଶତକ : ପୂର୍ଣ୍ଣ ସଦସ୍ୟ ଟିମର ଖେଳାଳି ଭାବେ ରଚିଲେ ଇତିହାସ
- Ganesh Puja Pandal:ଆସିଲା ଭୟଙ୍କର ବର୍ଷା;ଭୁଶୁଡ଼ିଲା ୧୫୦ ଫୁଟ୍ର ଗଣେଶ ପୂଜା ପେଣ୍ଡାଲ;ଡିଜନି ଲ୍ୟାଣ୍ଡ ଥିମ୍ର…
- ୱେଷ୍ଟଇଣ୍ଡିଜ ସିରିଜ ରୋହିତଙ୍କ ପାଇଁ ଅଗ୍ନିପରୀକ୍ଷା

Comments are closed.