ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଓ କାଙ୍କେରରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ଲଗାତାର ୩ ଦିନ ଧରି ଚାଲିଥିଲା ମାଓ ବିରୋଧୀ ଅଭିଯାନ ‘ଅପରେସନ୍ ସଙ୍ଗମ’ । ମାଓବାଦୀଙ୍କ ୭ଟି କ୍ୟାମ୍ପକୁ ଧ୍ୱଂସ କରିଛନ୍ତି ସୁରକ୍ଷାବାହିନୀ । ଏହି ଅପରେସନରେ କିଛି ମାଓବାଦୀ ମୃତାହତ ହୋଇଥିବା ସୂଚନା ମିଳିଛି । ତେବେ ଏଯାଏ କୌଣସି ମୃତଦେହ ଠାବ ହୋଇନାହିଁ । ମାଓକ୍ୟାମ୍ପରୁ ମିଳିଛି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ତ, ବିସ୍ଫୋରକ ଓ ମାଓ ସାମଗ୍ରୀ ।

ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଅବୁଝାମଡ କ୍ଷେତ୍ର ଅନ୍ତର୍ଗତ ଟେକମେଟା ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ଖବର ପାଇଁ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲା ସୁରକ୍ଷା ବାହିନୀ । ଏତିକିବେଳେ ମାଓବାଦୀମାନେ ଗୁଳି ବିନିମୟ କରିଥିଲେ । ପ୍ରତି ଜବାବ ଦେଇଥିଲେ ଯବାନ । ପାଲଟା ଗୁଳିବିନିମୟରେ ଛତ୍ରଭଙ୍ଗ ଦେଇଥିଲା ଲାଲବାହିନୀ ।
BREAKING NEWS
- ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ବେଣ୍ଟି; ବାରବାଟୀରେ କାଲିଠୁ ଅଫଲାଇନ୍ ଟିକେଟ୍ ବିକ୍ରି
- ସୟେଦ ମୁସ୍ତାକ ଅଲୀ ଟ୍ରଫି ଅଧାରୁ ଛାଡିଲେ ହାର୍ଦ୍ଦିକ
- ରାସ୍ତାରେ ଗଡୁଛି ୨.୧୯ ଲକ୍ଷ ଇଭି କାର୍, ଭୁବନେଶ୍ବରରେ ୧୨ ଚାର୍ଜିଂ ପଏଣ୍ଟ୍
- Police Clash: IIC ଓ ASI ମଧ୍ୟରେ ହାତାହାତି; ଆକ୍ସନ ନେଲେ ଏସ୍ପି
- ଦିଲ୍ଲୀ ପହଞ୍ଚିଲେ ଋଷିଆ ରାଷ୍ଟ୍ରପତି ପୁଟିନ୍, ପାଲାମ ବିମାନବନ୍ଦରରେ ଭବ୍ୟ ସ୍ୱାଗତ
- ଆପଣ ବି ବାଜପେୟୀ ହୋଇପାରିବେ, ବିଜେପିରେ ଜଏନ୍ କରି ଯାଆନ୍ତୁ: ରାହୁଲଙ୍କୁ କଙ୍ଗନାଙ୍କ ପରାମର୍ଶ
- ଲେଡି ସାଇକୋ କିଲର୍: ନିଜେ ସବୁଠୁ ସୁନ୍ଦରୀ ଦେଖାଯିବା ପାଇଁ ଇର୍ଷାରେ ୪ ଶିଶୁଙ୍କୁ ହତ୍ୟା
- ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା; ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ
- ନୂଆବର୍ଷରେ କିଏ ହେବେ ରାଜା କିଏ ମନ୍ତ୍ରୀ ? ୨୦୨୬ର ଗ୍ରହ ଚଳନ ଓ ଭବିଷ୍ୟବାଣୀ
- ସାମ୍ବାଦିକଙ୍କୁ ମିଳିବ କି ପେନସନ୍; ଜାଣନ୍ତୁ କଣ କହୁଛନ୍ତି ମୁଖ୍ୟମନ୍ତ୍ରୀ…
Comments are closed.