ଖୋର୍ଦ୍ଧା: ଫଳ ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ନିକଟରେ ଥିବା ଫଳ ଓ ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବା ବେଳେ ଖୋର୍ଦ୍ଧା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁକୁ ଆୟତ୍ତ କରିବା ନେଇ ଦୁଇଟି ଦମକଳ ଗାଡି ନିୟୋଜିତ ହୋଇଥିବା ଜଣାପଡିଛି ।
BREAKING NEWS
- ପାକିସ୍ତାନର ଖାଇବର ପଖତୁନଖ୍ୱାରେ ବଡ଼ ଆକ୍ରମଣ, ଫାଟିଲା ଗ୍ୟାସ ପାଇପ ଲାଇନ
- National Winter Games: ଔଲିରେ ଏହି ଦିନଠୁ ଆରମ୍ଭ ହେବ ଜାତୀୟ ଶୀତକାଳୀନ କ୍ରୀଡ଼ା ; ଓଡିଶା ସମେତ ୧୭ ଦଳ…
- ଟ୍ରକ୍ ଧକ୍କାରେ କଂଗ୍ରେସ ନେତାଙ୍କ ଚାଲିଗଲା ଜୀବନ
- SAFF Under-19 Women’s Championship: ଭାରତୀୟ ଦଳ ଭୁଟାନକୁ ୮ଗୋଲରେ ପରାସ୍ତ କରି ଫାଇନାଲରେ ମାରିଲା ଏଣ୍ଟ୍ରି
- ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ; ସୋନମ ୱାଙ୍ଗଚୁକଙ୍କ ଅଟକ ଉପରେ ପୁନଃ ବିଚାର ପାଇଁ ସୁପ୍ରିମକୋର୍ଟ…
- ଦୃଶ୍ୟମ ୩ ପରେ ଆଉ କାହାଣୀ ଆଗକୁ ବଢ଼ିବନି
- Terrorist killed in encounter: ଉଧମପୁର ପରେ କିସ୍ତୱାରରେ ଟଳିଲା ଜୈସ ଆତଙ୍କୀ; ଏନକାଉଣ୍ଟର ଜାରି
- ୧୯ ବର୍ଷରୁ କମ ବିଶ୍ୱକପ: ରେକର୍ଡ ୧୦ମ ଥର ପାଇଁ ଫାଇନାଲରେ ଟିମ ଇଣ୍ଡିଆ, ଜର୍ଜଙ୍କ ଶତକ
- Forest Fire Control: ବନାଗ୍ନି ନିୟନ୍ତ୍ରଣ ପାଇଁ ବ୍ୟବହାର କରାଯିବ କ୍ୟାମେରା ଓ ଡ୍ରୋନ;ନିଆଁ ଲାଗିଲେ ଏହି ନଂରେ କଲ୍…
- ତୁର୍କୀ ବିମାନର ଇଞ୍ଜିନରେ ନିଆଁ; କୋଲକାତା ଏୟାରପୋର୍ଟରେ ଜରୁରୀ ଅବତରଣ
Comments are closed.