ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଓ ମହିଳା ଟି୨୦ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ୫ ଦିନିକିଆର ଏବଂ ୩ଟି ଟି୨୦ ମ୍ୟାଚ ଖେଳିବ । ସମସ୍ତ ମ୍ୟାଚ ଲକ୍ଷ୍ନୌରେ ଖେଳାଯିବ । ସମସ୍ତ ଖେଳାଳିଙ୍କୁ ୫ ଦିନ କ୍ୱାରେଂଟାଇନରେ ରଖାଯିବ ।
ଭାରତୀୟ ମହିଳା ଟିମ୍ (ଦିନିକିଆ):ମିଥାଲୀ ରାଜ (ଅଧିନାୟିକା), ସ୍ମୃତି ମାନ୍ଧାନା, ଜେମିମା ରୋଡ୍ରିଗ୍ୟୁଜ, ପୁନମ ରାଉତ, ପ୍ରିୟା ପୁନିଆ, ୟାସିକା ଭାଟିଆ, ହରମନପ୍ରୀତ କୌର, ଡି.ହେମଲତା, ଦୀପ୍ତି ଶର୍ମା, ସୁଷମା ବର୍ମା, ଶ୍ୱେତା ବର୍ମା, ରାଧା ଯାଦବ, ରାଜେଶ୍ୱରୀ ଗାଏକ୍ୱାଡ, ଝୁଲଣ ଗୋସ୍ୱାମୀ, ମାନସୀ ଯୋଶୀ, ପୁନମ ଯାଦବ, ସି.ପ୍ରତ୍ୟୁଷା, ମୋନିକା ପଟେଲ ।
ଟି୨୦ ଟିମ୍: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମାନ୍ଧାନା, ଶେଫାଳୀ ବର୍ମା, ଜେମିମା ରୋଡ୍ରିଗ୍ୟୁଜ, ଦୀପ୍ତି ଶର୍ମା, ଋଚା ଘୋଷ, ହରଲିନ ଦେଓଲ, ସୁଷମା ବର୍ମା, ନୁଜହନ ପରବୀନ, ଆୟୁଷୀ ସୋନୀ, ଅରୁନ୍ଧତି ରେଡ୍ଡୀ, ରାଧା ଯାଦବ, ରାଜେଶ୍ୱରୀ ଗାୟକ୍ୱାଡ, ପୁନମ ଯାଦବ, ମାନସୀ ଯୋଶୀ, ମୋନିକା ପଟେଲ,ସି.ପ୍ରତ୍ୟୁଷା, ସିମରନ ଦିଲବାହାଦୂର ।
BREAKING NEWS
- ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପ-ନିର୍ଦ୍ଦେଶକଙ୍କ ପାଖରେ କୋଟିକୋଟି ସମ୍ପତି, ଗିରଫ କଲା ଭିଜିଲାନ୍ସ
- ମୁକେଶ ଅମ୍ବାନୀଙ୍କୁ କାହିଁକି ‘ପ୍ରଧାନମନ୍ତ୍ରୀ’ କହିଲେ ଏଲନ ମସ୍କ…
- CJPର ଆନ୍ଦୋଳନ ପୂର୍ବରୁ ବିମାନରୁ ଅଭିଜିତଙ୍କୁ ଟେକିନେଲା ପୋଲିସ
- ଶକ୍ତିଶାଳୀ ଭୂକମ୍ପରେ ଥରିଲା ପାନାମା; ସୁନାମି ଆଲର୍ଟ ଜାରି…
- ମହଙ୍ଗା ପଡିଲା ସାପ ସହ ରିଲ୍ସ; ନାଗ ଚୋଟରେ ଗଲା ଯୁବକଙ୍କ ଜୀବନ
- ୯.୨୪ କୋଟିର ସରକାରୀ ପାଣ୍ଠି ଆତ୍ମସାତ୍; ଆଉ ୩ ଗିରଫ
- ଛାତ୍ର ସଂସଦ ନିର୍ବାଚନ ବାତିଲ ନେଇ ଭଦ୍ରକ କଲେଜରେ ସାଇନ୍ ଡାଏ
- Salman Khan: ଫ୍ୟାନ୍ସଙ୍କୁ ଚମକାଇଲେ ଭାଇଜାନ୍! ହାଫ୍ ପ୍ୟାଣ୍ଟ ପିନ୍ଧି YouTubeରେ ଏଣ୍ଟ୍ରି କଲେ ସଲମାନ ଖାନ୍, ଛାଡ଼ିଦେବେ କି ଅଭିନୟ?
- ଦିଲ୍ଲୀ ମୁହାଁ CJP ସମର୍ଥକ; ଆନ୍ଦୋଳନ ଅଟକାଇବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର କଡ଼ା ନିର୍ଦ୍ଦେଶ
- Vote Chori Proof: ସିଇସିଙ୍କ ଇସ୍ତଫା ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିଲା ଇଣ୍ଡି ମେଣ୍ଟ, ଭୋଟ ଚୋରିର ପ୍ରମାଣ ମାଗିଲେ ମହାମହିମ, ରାହୁଲ କହିଲେ…

Comments are closed.