ବ୍ରହ୍ମପୁର : ବ୍ରହ୍ମପୁର ବଡ଼ବଜାର ଥାନା ଲକ୍ଷ୍ମୀନୃସିଂହ ସାହି ଚତୁର୍ଥ ଲାଇନରେ ବୋମାମାନ । ଦୁର୍ବୃତ୍ତଙ୍କ ବୋମାମାଡ଼ରେ ଅଳ୍ପକେ ବର୍ତ୍ତିଲେ ଯୁବକ । ୨ଟି ମୋଟର ସାଇକେଲରେ କିଛି ଦୁର୍ବୃତ୍ତ ଆସି ବୋମାମାଡ କରିଥିବା ଜଣାପଡିଛି । ଯୁବକଙ୍କ ଉପରକୁ ବୋମାମାଡ଼ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାଟି ନଫୁଟିବାରୁ ଯୁବକ ଜଣଙ୍କ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ପୂର୍ବରୁ ମଧ୍ୟ ସଂପୃକ୍ତ ଯୁବକ ଓ ତାଙ୍କ ଭଉଣୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ବୋମାମାଡ଼ର କାରଣ ଜଣାପଡିନଥିବା ବେଳେ, ପୂର୍ବ ଶତୃତାରୁ ଏହା ଘଟିଥିବା ସନ୍ଦେହ କରାଯାଉଛି ।
BREAKING NEWS
- ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ସହ ଫୁଟବଲ୍ ଖେଳିଲେ, ରାହୁଲ ଗାନ୍ଧୀଙ୍କୁ ଆର୍ଜେଣ୍ଟିନା ଜର୍ସି ପ୍ରଦାନ କଲେ ମେସି
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
Comments are closed.