ଚଣ୍ଡିଖୋଲ: କଟକ ବନଖଣ୍ଡ ଅଧୀନ ବୈରୀ ଡାଳିଯୋଡା ରେଞ୍ଜ ଅଧୀନ ମଙ୍ଗରାଜପୁର ଅଂଚଳରୁ ଦୁଇ ଶିକାରୀ ଗିରଫ ହୋଇଛନ୍ତି । ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ଜବତ କରାଯାଇଛି । ଦୁଇ ଜଣ ଶିକାରୀ ମଙ୍ଗରାଜପୁର ଅଂଚଳରେ ଜଙ୍ଗଲକୁ ଶିକାର ପାଇଁ ବାଇକରେ ଯାଉଥିବା ବେଳେ ବନ ବିଭାଗ ଅଧିକାରୀ ସେମାନଙ୍କ ପିଛା କରିଥିଲେ । ପରେ ସେମାନଙ୍କୁ କାବୁ କରି ନେଇଥିଲେ । ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ ଓ ବାଇକ୍ ଜବତ କରିଛି ବନ ବିଭାଗ । ବୈରୀ ବନ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- IAS ସ୍ତରରେ ଅଦଳବଦଳ; ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ ବଦଳିଲେ…
- ଜନ୍ମଦିନରେ ଜଳିଲା ଯବାନଙ୍କ ଜୁଇ; ଭି. ତେଜାଙ୍କ ପାଇଁ କାନ୍ଦୁଛି ଜନ୍ମମାଟି…
- ଗଞ୍ଜାମରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ; ୨ ଆହତ
- Repo Rate Hike: ୪ ବର୍ଷ ପରେ RBIର ବଡ଼ ଝଟକା! ବଢ଼ିଲା ରେପୋ ରେଟ୍, ମହଙ୍ଗା ହେବ ଲୋନ୍… ବଢ଼ିବ EMI
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…

Comments are closed.