ନୂଆଦିଲ୍ଲୀ: କ୍ରିକେଟର ବାଇବେଲ ଭାବେ ପରିଚିତ ୱିଜଡେନ ମଙ୍ଗଳବାର ସର୍ବକାଳୀନ ଶ୍ରେଷ୍ଠ ଟି୨୦ ଏକାଦଶ ଚୟନ କରିଛି । ଭାରତକୁ ୨ଥର ବିଶ୍ୱକପ ଜିତାଇଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଦଳର ଅଧିନାୟକ ଭାବେ ଚୟନ କରିଛି । ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ବିରାଟ କୋହଲିଙ୍କୁ ମଧ୍ୟ ଚୂଡାନ୍ତ ଏକାଦଶରେ ସ୍ଥାନ ମିଳିଛି । ଏହି ଟିମରେ ୬ଜଣ ଏସୀୟ ଖେଳାଳି ସୁଯୋଗ ପାଇଛନ୍ତି । ସେମାନଙ୍କ ମଧ୍ୟରେ ୪ଜଣ ବୋଲର ରହିଛନ୍ତି ।
ୱିଜଡେନ ସର୍ବକାଳୀନ ଶ୍ରେଷ୍ଠ ଏକାଦଶ: କ୍ରିସ ଗେଲ୍, ମାହେଲା ଜୟବର୍ଦ୍ଧନେ, ବିରାଟ କୋହଲି, କେଭିନ ପିଟରସନ, ମାର୍ଲନ ସାମୁଏଲ୍ସ, ମାଇକ ହସୀ, ଏମଏସ ଧୋନୀ (ଅଧିନାୟକ), ଶାହୀଦ ଆଫ୍ରିଦୀ, ଲାସିଥ ମାଲିଙ୍ଗା, ଉମର ଗୁଲ, ସଏଦ ଆଜମଲ ।
BREAKING NEWS
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ

Comments are closed.