ଭୁବନେଶ୍ୱର: ଓଡିଶା ମହିଳା ଲିଗ୍ ଫୁଟବଲରେ ମଙ୍ଗଳବାର ଅନୁଷ୍ଠିତ ମୁକାବିଲାରେ ଇଷ୍ଟକୋଷ୍ଟ ରେଲୱେ ୩-୧ ଗୋଲରେ ଓପିଜି କ୍ଲବକୁ ପରାସ୍ତ କରିଛି । ବିଜୟୀ ଦଳ ପକ୍ଷରୁ ସରୋଜିନୀ ତିର୍କୀ (୨୩ତମ), ପ୍ରତିମା ମିଞ୍ଜ(୬୩ତମ) ଓ ତାରା ଖାତୁନ (୯୦+୬ ତମ) ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ । ଓପିଜି କ୍ଲବ ପକ୍ଷରୁ ସୋନିଆ ଇକ୍କା ୯୦ତମ ମିନିଟରେ ଏକମାତ୍ର ଗୋଲଟି ସ୍କୋର କରିଥିଲେ ।
ଚିତ୍ରମ୍ବଦା ପାତ୍ର, ସୁଲତାନ ପରୱିନ, ଚନ୍ଦ୍ରକାନ୍ତ ବାରିକ, ବିଚିତ୍ରା ପ୍ରଧାନ ଓ ଦୁର୍ଗା ମାଧବ ନାୟକ ମ୍ୟାଚ ପରିଚାଳନା କରିଥିଲେ । ପରବର୍ତୀ ମ୍ୟାଚ ସ୍ପୋର୍ଟ୍ସ ହଷ୍ଟେଲ ଓ ରାଇଜିଂ ଷ୍ଟୁଡେଂଟ କ୍ଲବ ମଧ୍ୟରେ କଳିଙ୍ଗ ଷ୍ଟାଡିୟମର ମୂଖ୍ୟ ଗ୍ରାଉଣ୍ଡରେ ଆୟୋଜିତ ହେବ ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.