ଭୁବନେଶ୍ୱର: ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ସାମ୍ନାକୁ ଆସିଲା ଅଭିନେତା ସବ୍ୟସାଚୀ ମିଶ୍ର ଓ ଅର୍ଚ୍ଚିତା ସାହୁଙ୍କ ବିବାହର ଭିଡିଓ । ବେଶ କିଛି ଦିନ ଧରି ଓଲିଉଡର ଏହି ସେଲିବ୍ରିଟିଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଚର୍ଚ୍ଚାକୁ ଦେଖି ଶେଷରେ ନିଜ ବିବାହ ସମୟର ଭିଡିଓକୁ ପବ୍ଲିକ୍ରେ ସେୟାର କରିଛନ୍ତି ସବ୍ୟର୍ଚ୍ଚିତା ।
BREAKING NEWS
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
Comments are closed.