ଭୁବନେଶ୍ବର : କରୋନା ମହାମାରୀ ପାଇଁ ଏବେ ସାରା ଦେଶରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ । ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସ୍କ ଓ ୪୫ ବର୍ଷରୁ ୫୯ ବର୍ଷର ଲୋକ, ଯେଉଁମାନେ ଗୁରୁତର ରୋଗରେ ପୀଡିତ ଥିବେ ସେମାନଙ୍କୁ ଟିକା ଦିଆଯାଉଛି । ଏସବୁ ଭିତରେ ଏବେ ରାଜ୍ୟରେ ଜେଲ୍ ଅନ୍ତେବାସୀଙ୍କୁ ଦିଆଯିବ କରୋନା ଟିକା । ଏହି ବୟସ ଭିତରେ ଥିବା ଜେଲ ଅନ୍ତେବାସୀଙ୍କୁ କରୋନା ଟିକା ଦିଆଯିବ ବୋଲି ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ଟିକାକରଣ ପାଇଁ ଜେଲର ସୁପରିଣ୍ଟେଣ୍ଡେଣ୍ଟ ଓ ଜେଲ ଅଫିସିଆଲଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ଜେଲ୍ ପରିସରରେ ଅନ୍ତେବାସୀଙ୍କୁ ଦିଆଯିବ ଭ୍ୟାକ୍ସିନ ।
BREAKING NEWS
- J&K Encounter: ପହଲଗାମ୍ ମାଷ୍ଟରମାଇଣ୍ଡ ହାଶିମ ମୂସା ନିପାତ
- ମଝି ଆକାଶରେ ପାଇଲଟକୁ ଛୁରାମାଡ଼, ଅଳ୍ପକେ ବର୍ତ୍ତିଲେ ୧୮୦ ଯାତ୍ରୀ
- ଭାରତକୁ ‘ଉଚ୍ଚଜାତି ହିନ୍ଦୁ ରାଷ୍ଟ୍ର’ କରିବା ପାଇଁ ଚାହୁଁଛି SIR: ନିର୍ମଳା ସୀତାରମଣଙ୍କ ସ୍ୱାମୀ ପରକଲା ପ୍ରଭାକର
- Modi Cabinet: ମୋଦୀ କ୍ୟାବିନେଟ୍ର ବଡ଼ ନିଷ୍ପତ୍ତି; ୬ ରବି ଫସଲର MSP ବଢ଼ିଲା, ଗ୍ରୀନ୍ ଏନର୍ଜି କରିଡରକୁ ମଞ୍ଜୁରୀ
- Koffee With Karan: ସିଜିନ୍-୯ ପରେ ଶୋ’ ଶେଷ, ଭାବବିହ୍ୱଳ ଭିଡିଓ ପୋଷ୍ଟ
- Chambal to UPSC: ଜେଜେ ଚମ୍ବଲର ଡକାୟତ! ନାତି ବାଛିଲେ ଅଲଗା ରାସ୍ତା; UPSCରେ ସଫଳ ହୋଇ ଏବେ ସିଭିଲ ସର୍ଭିସରେ
- ‘Save Democracy’: ବଡ ଘୋଷଣା କଲା ଇଣ୍ଡି ମେଣ୍ଟ, ଜିଲ୍ଲା ଜିଲ୍ଲାରେ ‘ଲୋକତନ୍ତ୍ର ବଞ୍ଜାଅ’ ଆନ୍ଦୋଳନ, ୬ରେ EC ଅଫିସ୍ ଘେରିବେ ବିରୋଧୀ ସାଂସଦ
- ଦିଲ୍ଲୀ ଦଙ୍ଗା ସମ୍ବନ୍ଧୀୟ UAPA ମାମଲା, ଉମର ଓ ସର୍ଜିଲଙ୍କୁ ମିଳିଲାନି ବେଲ୍
- ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା; ରୋଷେୟାକୁ ଗିରଫ କଲା ପୋଲିସ
- Fly Dubai Hijack Scare: ଜରୁରୀ ଅବତରଣ, ସେନାର ତଦନ୍ତ

Comments are closed.