ଗଜପତି : ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଯୁବକ ଓ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକ-ଯୁବତୀଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଛି । ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସେହିପରି ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଛାନଭିନ୍ ଆରମ୍ଭ କରିଛି । ଯୁବକ-ଯୁବତୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ମିଳିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।
BREAKING NEWS
- ‘୨୦୨୬ରେ ମୁଖ୍ୟମନ୍ତ୍ରୀ ହୋଇପାରିବେ ନାହିଁ ମମତା ବାନାର୍ଜୀ’
- ଖସିଲା ରେପୋ ରେଟ୍; ଏଣିକି ଶସ୍ତା ହେବ ଇଏମଆଇ
- Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍ର ମାଷ୍ଟରମାଇଣ୍ଡ ଗିରଫ
- ସହପାଠୀଙ୍କୁ ନିର୍ଯାତନା ଅଭିଯୋଗରେ ଭିସୁଟ ଛାତ୍ର ଗିରଫ
- Putin pays tribute to Mahatma Gandhi : ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍
- Indigo Flight Cancelled: ଇଣ୍ଡିଗୋ ଯାତ୍ରୀଙ୍କୁ ପୁଣି ବଡ଼ ଝଟକା,ଆଜି ଦିଲ୍ଲୀରୁ ସମସ୍ତ ଘରୋଇ ବିମାନ ଉଡ଼ାଣ ବାତିଲ
- Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ
- India-Russia Summit : ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ, ହେବ ବହୁ ଗୁରୁତ୍ବପୂର୍ଣ୍ଣ ଆଲୋଚନା
- ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ
- ଟଳିଲା ବଡ ଅଘଟଣ; ନକ୍ସଲ ଖଞ୍ଜିଥିବା ୩ ଆଇଇଡି ବୋମାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ
Comments are closed.