ଭୁବନେଶ୍ୱର: ଓଲିଉଡରେ ପୁଣିଥରେ ଆରମ୍ଭ ହୋଇଯାଇଛି ତଗଡା କମ୍ପିଟିସନ୍ । ପରସ୍ପରକୁ ଟକ୍କର ଦେବାକୁ ବକ୍ସ ଅଫିସକୁ ଓହ୍ଲାଇଲେଣି ଗୋଟିଏ ପରେ ଗୋଟିଏ ମୁଭି । ଏହି ଧାରାରେ ସାମିଲ ହୋଇ ରଲିଜ ଅପେକ୍ଷାରେ ରହିଛି ଆକ୍ସନ ଥ୍ରିଲର ମୁଭି ତାଣ୍ଡବ । ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଥିଲାବେଳେ ଏହାର ଷ୍ଟାରକାଷ୍ଟ ଓ ଷ୍ଟୋରୀଲାଇନ୍ ଖୁବ ଆକର୍ଷଣୀୟ ହୋଇପାରିଛି ।
BREAKING NEWS
- Union Budget 2026: ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ‘ଦହି-ଚିନି’ ଖୁଆଇଲେ ରାଷ୍ଟ୍ରପତି
- ୧୧୨କୁ ଫୋନ କରନ୍ତୁ ଓଡ଼ିଶା ଅଗ୍ନିଶମ ବିଭାଗର ସେବା ନିଅନ୍ତୁ: ଅଗ୍ନିଶମ ଡିଜି
- ବଜେଟ୍ ୨୦୨୬ ଉପସ୍ଥପାନ ପୂର୍ବରୁ କାର୍ତ୍ତବ୍ୟ ଭବନରେ ପହଞ୍ଚିଲେ ନିର୍ମଳା ସୀତାରମଣ
- ଶ୍ରୀମନ୍ଦିରକୁ ୧୦ ଲକ୍ଷ ଟଙ୍କା ଦାନ କଲେ ସ୍ୱର୍ଗତ IAS ସୁବାଷ ପାଣିଙ୍କ ଧର୍ମପତ୍ନୀ
- LPG Cylinder Price Hike: ବଜେଟ୍ ଦିନ ଝଟକା: ମହଙ୍ଗା ହେଲା LPG ସିଲିଣ୍ଡର
- ସାତକୋଶିଆ ଗଣ୍ଡରେ ବଢ଼ିଲା କୁମ୍ଭୀର ସଂଖ୍ୟା
- Police Encounter: ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ପୋଲିସ ଏନକାଉଣ୍ଟର
- CM Kisan Scheme: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା, ଜାରି ହେଲା ପଞ୍ଜୀକରଣ ଡେଡଲାଇନ୍
- Stock Market: ବଜେଟ୍ ଦିନ ଖୋଲା ରହିବ ଷ୍ଟକ୍ ବଜାର
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
Comments are closed.