ନୂଆଦିଲ୍ଲୀ: ଭାରତୀୟ ଫୁଟବଲ ଅଧିନାୟକ ସୁନୀଲ ଛେତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏନେଇ ସେ ଗୁରୁବାର ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି। ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ସୁସ୍ଥ ଅଛନ୍ତି। ସେ ଖୁବ୍ ଶୀଘ୍ର ଫୁଟବଲ୍ ପଡ଼ିଆକୁ ଫେରିବେ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି”।
ସୁନୀଲ ନିକଟରେ ଗୋଆରେ ଖେଳାଯାଉଥିବା ଇଣ୍ଡିଆନ୍ ସୁପର ଲିଗ୍ (ଆଇଏସ୍ଏଲ୍)ର ସପ୍ତମ ସିଜନରେ ଖେଳୁଥିଲେ। ହେଲେ ତାଙ୍କ ଟିମ୍ ବେଙ୍ଗାଲୁରୁ ଏଫସି ଲିଗ୍ ବାହାରି ଯାଇଛି।
Comments are closed.