ଭୁବନେଶ୍ୱର: ରାଜଧାନୀରେ ଅଘଟଣ । ଫାଟିଲା ବିଦ୍ୟୁତ ଟ୍ରାନ୍ସଫର୍ମର । ଚନ୍ଦ୍ରଶେଖରପୁର ଓମଫେଡ୍ ପାର୍ଲର ପାଖରେ ଥିବା ଟ୍ରାନ୍ସଫର୍ମର ଫାଟିବାରୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ଭିତରେ ଟ୍ରାନ୍ସଫର୍ମର ପାଖରେ ଜଳଖିଆ ଦୋକାନ କରିଥିବା ବାପା ଓ ପୁଅ ଥିବା ଜଣା ପଡ଼ିଛି । ୪ ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଓ ଅଗ୍ନିଶମ ବାହିନୀ । ତେବେ କେମିତି ଏହା ଫାଟିଲା ତାହା ଅସ୍ପଷ୍ଟ ରହିଛି । ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳର ଲୋକ ଆତଙ୍କିତ ହୋଇ ପଡିଛନ୍ତି ।
BREAKING NEWS
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
Comments are closed.