ଭୁବନେଶ୍ବର : ବହୁ ଚର୍ଚ୍ଚିତ ରସୁଲଗଡ଼ ବଚନସୁଧା ହତ୍ୟାକାଣ୍ଡ ମାମଲାରେ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟ ଦଣ୍ଡ ରାୟ ଶୁଣାଣି କରିଛନ୍ତି । ଗତ ୨୦୧୩ ଅଗଷ୍ଟ ୧୧ ତାରିଖରେ ବଚନସୁଧା ପଟ୍ଟନାୟକଙ୍କୁ ବୀଭତ୍ସ ହତ୍ୟା କରିଥିଲା ସୁରକ୍ଷାକର୍ମୀ ଦୀପ୍ତି ରଞ୍ଜନ ପଟ୍ଟନାୟକ । ହତ୍ୟାକାରୀ ନାମରେ ୩୦୨, ୪୫୪, ୩୯୪ ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା । ୧୮ ଜଣ ସାକ୍ଷ୍ୟ ପ୍ରମାଣ ସହ ୪୮ଟି ଘଟଣାସ୍ଥଳରେ ମିଳିଥିବା ସାମଗ୍ରୀକୁ ଅନୁଧ୍ୟାନ କରିବା ସହ କୋର୍ଟ ହତ୍ୟାକାରୀ ଦୀପ୍ତିରଞ୍ଜନକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ହତ୍ୟା ପଛରେ ଚୋରି କରିବା ମୁଖ୍ୟ ଉଦ୍ଦେଶ୍ୟ ଥିଲାସରକାରୀ ଓକିଲ କୋର୍ଟରେ ସୂଚନା ଦେଇଛନ୍ତି ।
BREAKING NEWS
- ଧାରାବାହିକ ଉପନ୍ୟାସ : ଈଶ୍ୱର ମରିଗଲା ପରେ (୩)
- କବିତା ନିରନ୍ତର : ଭୁଲ୍, ଠିକ୍ ଭେଦ
- ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ
- କବିତା : ସକାଳ ଆସେ ବୋଲି
- ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ
- ଖରାଦିନେ ଖାଆନ୍ତୁ ଦହି, ମିଳିବ ଏହିସବୁ ଫାଇଦା
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ