ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଦରଘା ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ମଂଜୁର କରିଛନ୍ତି । ଅନ୍ୟପଟେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକେ ଘରଦୁଆର ବୁଲିବୁଲି ଅର୍ଥ ଆଦାୟ କରୁଛନ୍ତି । ହେଲେ କେତେ ସତ ଗେହଲୋଟଙ୍କ ବିରୋଧରେ ଏଭଳି ଆରୋପ ? ସତ୍ୟତା ଜାଣିବା ପାଇଁ ଦେଖନ୍ତୁ ଭାଇରାଲ୍ ପୋଷ୍ଟମୋର୍ଟମର ସ୍ପେଶାଲ୍ ରିପୋର୍ଟ “ଦ୍ୱନ୍ଦ ବଢାଇଲା ଦରଘା” ।
BREAKING NEWS
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ
- ପାକିସ୍ତାନରେ ଆତଙ୍କବାଦର ତାଣ୍ଡବ: ମାତ୍ର ୯ ମାସରେ ଟଳିଲେଣି ୧୦୦୦ରୁ ଅଧିକ ସୈନ୍ୟ
- ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ
- ଧନୀ ହେଉଛନ୍ତି ଆହୁରି ଧନୀ: ଆମେରିକା ଓ ଋଷିଆ ସମେତ ଭାରତର ସମ୍ପତ୍ତିକୁ ନେଇ ବଡ଼ ଖୁଲାସା
- ବିଶ୍ୱ କ୍ରିକେଟରେ ଗିଲ୍ଙ୍କ ନୂଆ କୀର୍ତ୍ତିମାନ: ଦିନିକିଆ ଇତିହାସରେ ସବୁଠୁ କମ୍ ଇନିଂସରେ ୩୫୦୦ ରନ୍ ପୂରଣ କଲେ ‘ପ୍ରିନ୍ସ’
- ପାର୍ବଣ ପୂର୍ବରୁ ଲୋକଙ୍କ ଉପରେ ବୋଝ: ଅକ୍ଟୋବର ପହିଲାରୁ ଲାଗୁ ହେବ କ୍ଷୀରର ନୂଆ ଦର
- ବିମାନ ଦୁର୍ଘଟଣାକୁ ରୋକିଲେ ଭାରତୀୟ ପାଇଲଟ୍: ୧୮୦ ଯାତ୍ରୀଙ୍କ ଜୀବନ ବଞ୍ଚାଇଲେ କ୍ୟାପଟେନ୍ ସ୍ମିତ୍ ମଚ୍ଛାର

Comments are closed.