ଟାଙ୍ଗି : ଟାଙ୍ଗି ଜଙ୍କିଆ ଥାନା ଓଳସିଂ ପଞ୍ଚାୟତ ଡମଣଭୂମି ଗାଁରେ ଗୋଷ୍ଠୀ ସଂଘର୍ଷ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଉଭୟ ଗୋଷ୍ଠୀ ବୋମାମାଡ଼ ସାଙ୍ଗକୁ ଟେକା ପଥର ମାଡ଼ କରିଛନ୍ତି । ଟେକା ପଥର ମାଡ଼ରେ ୫ ଜଣ ଆହତ ହୋଇଚନ୍ତି । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ଗାଁରେ ପୋଲିସ ମୁତୟନ କରାଯାଇଛି ।
BREAKING NEWS
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
Comments are closed.