Latest Odisha News

BREAKING NEWS

ଓଡ଼ିଶାକୁ ଆଜି ଆସିବ କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ

ଭୁବନେଶ୍ୱର: କୋଭିଶିଲ୍ଡର ୩.୭୦ ଲକ୍ଷ ଡୋଜ ମଙ୍ଗଳବାର ଦିନ ଓଡିଶା ଆସିବ। ଏଥିସହିତ ଆଉ ୯.୮୮ ଡୋଜ ଏପ୍ରିଲ୍ ୨ ସୁଦ୍ଧା ପହଞ୍ଚିବ।

BjdElectrycity

ଦୈନିକ ଟିକାକରଣ ୨ ଲକ୍ଷକୁ ବୃଦ୍ଧି କରିବା ଲାଗି ଓଡିଶା ସରକାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ ୨୫ ଲକ୍ଷ ଡୋଜ ଟିକା ମାଗିଛନ୍ତି।

Odisha To Vaccinate Frontline Workers From Todayଅତିରିକ୍ତ ମୁଖ୍ୟ ଶାସନ ସଚିବ (ସ୍ୱାସ୍ଥ୍ୟ) ପ୍ରଦୀପ କୁମାର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ଚାଲିଥିବା ଟିକାକରଣକୁ ଅଳ୍ପ ସଂଖ୍ୟକ ଡୋଜ ମନ୍ଥର କରିଦେବ।

Leave A Reply

Your email address will not be published.