ନୂଆଦିଳ୍ଲୀ: କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ପୁଣି ଥରେ ଲକ୍ଡାଉନ୍ ଏବଂ ରାତ୍ରିକର୍ଫ୍ୟୁ ଭଳି କଟକଣା ଲାଗୁ କରାଯାଉଛି। ମହାରାଷ୍ଟ୍ର ଏହି ମାମଲାରେ ଶୀର୍ଷରେ ରହିଛି। ମହାରାଷ୍ଟ୍ରର ବିଭିନ୍ନ ଜିଲ୍ଳାରେ ଲକ୍ଡାଉନ ଭଳି ପରିସ୍ଥିତି ଉପୁଜିସାରିଲାଣି। ତେବେ ସୂଚନା ଅନୁଯାୟୀ ମାର୍ଚ୍ଚ ୨୬ ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ମହାରାଷ୍ଟ୍ରର ବିଡ୍ ଜିଲ୍ଲାରେ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଲାଗୁ କରାଯିବ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.