ପୁରୀ: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଅଘଟଣ । ବୁଡିଯାଉଥିବା ଦୁଇ ଜଣ ପର୍ଯ୍ୟଟକଙ୍କୁ ଲାଇଫଗାର୍ଡ ଉଦ୍ଧାର କରିଛନ୍ତି । ବେଳାଭୂମିର ସେକ୍ଟର ୭ ଅଞ୍ଚଳରୁ ପଶ୍ଚିମବଙ୍ଗ ୱେଷ୍ଟ ବର୍ଦ୍ଧମାନ ଅଂଚଳର ରାଜୁ ଘୋଷାଲ ଓ ଶୁଭେନ୍ଦୁ ଘୋଷଙ୍କୁ ଉଦ୍ଧାର କରାଯାଇଛି । ଉଭୟଙ୍କୁ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ତେବେ ଅସାବଧାନତା ଯୋଗୁ ଏଭଳି ଅଘଟଣ ଘଟିଥିବା ଜଣାପଡିଛି ।
BREAKING NEWS
- Heavy rain alert: ଆଜିଠୁ ବଢ଼ିବ ବର୍ଷା;ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ
- ‘ସୋଲାର ରଥ’ର ଶୁଭାରମ୍ଭ କଲେ ଜିଲ୍ଲାପାଳ; ସୌରଶକ୍ତି ବ୍ୟବହାରକୁ ପ୍ରୋତ୍ସାହନ
- ଗୋପାଳପୁର ଧବଳେଶ୍ୱର ମନ୍ଦିରରେ ରାଷ୍ଟ୍ରପତିଙ୍କ ଜଳାଭିଷେକ; ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଫେରିବେ…
- ପୁରୀ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୭୫ ଲୁଟେରା ଗିରଫ, ୩୦୪ ମୋବାଇଲ୍ ଜବତ
- ଓଡ୍ରାଫ୍ର ହେବ ନବୀକରଣ: ଏନଡିଆରଏଫ୍ ଢାଞ୍ଚାରେ ‘ଏସଡିଆରଏଫ୍’ ଗଠନ କରିବେ ରାଜ୍ୟ ସରକାର
- ସିନେମା ଜଗତ ପାଇଁ ଦୁଃଖଦ ଖବର: ଆଉ ନାହାନ୍ତି ‘ଗଜନୀ’ର ଭିଲେନ୍
- ବନ୍ୟା ମୁକାବିଲା ଓ କ୍ଷତିପୂରଣ ପ୍ରଦାନରେ ସରକାର ସମ୍ପୂର୍ଣ୍ଣ ବିଫଳ: ଓଡ଼ିଶା ଜନତା କଂଗ୍ରେସ
- ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା ଫାଇଲ୍ ଗାଏବ ପ୍ରସଙ୍ଗ: ଦଳକୁ ବଦନାମୀରୁ ବଞ୍ଚାଇବା ପାଇଁ ବୟାନବାଜୀ କରୁଛନ୍ତି ବିଜେଡି ନେତା
- ଓଡ଼ିଶାରେ ଅନୁଷ୍ଠିତ ହେବ ‘ବ୍ରିକ୍ସ ଶିକ୍ଷା ମନ୍ତ୍ରୀ ସମ୍ମିଳନୀ’; ଯୋଗ ଦେବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
- ଟେଷ୍ଟ କ୍ରିକେଟରେ ଅଲୋଡ଼ା ବିଶ୍ୱ ରେକର୍ଡ: ନୋ ବଲ୍’ ଯୋଗୁଁ ୧୩ଟି ୱିକେଟ ହରାଇଥିଲେ ଭାରତର ବୋଲିଂ କୋଚ
Comments are closed.