ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି କିଛି ଆହତଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ନୟାଗଡ଼ ବ୍ରହ୍ମପୁରରୁ ନରସିଂହପୁର ଯାଉଥିବା ବେଳେ ଜଗନ୍ନାଥପ୍ରସାଦ ନିକଟରେ ଓଲଟି ପଡ଼ିଥିଲା ଚୌଧୁରୀ ବସ୍ ।
BREAKING NEWS
- ବାଂଲାଦେଶରେ ଘୋଷଣା ହେଲା ସାଧାରଣ ନିର୍ବାଚନ ତାରିଖ, ଏହି ଦିନ ପଡିବ ଭୋଟ୍…
- ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ‘ଓଡିଶା ମାଷ୍ଟର୍ସ ୨୦୨୫’; ଯୋଗଦେଲେ ମୁଖ୍ୟମନ୍ତ୍ରୀ
- Jajpur Buddhist Tourism: ବିକଶିତ ହେବ ଯାଜପୁରର ବୌଦ୍ଧ ପର୍ଯ୍ୟଟନ କ୍ଷେତ୍ର…
- ନବରଙ୍ଗପୁରରେ ୩୫ ଜଣଙ୍କୁ ନାଗରିକତା ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
- Road Accident: ବସ ସହ ବାଇକର ମୁହାଁମୁହିଁ ଧକ୍କା, ଅକାଳରେ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ
- ହୀରାକୁଦ ଓ ସାତକୋଶିଆ ବିକାଶ ପାଇଁ ୧୯୯ କୋଟି ମଞ୍ଜୁର
- କଟକରେ ନୂଆ ତହସିଲ ଅଫିସ ଓ ସବ୍ ରେଜିଷ୍ଟର୍ ଅଫିସ୍ ଭିଭିପ୍ରସ୍ତର ସ୍ଥାପିତ କଲେ ମୁଖ୍ୟମନ୍ତ୍ରୀ
- ଅର୍ଶଦୀପଙ୍କ ନାମରେ ଯୋଡି ହୋଇଗଲା ଅଲୋଡା ରେକର୍ଡ
- ବିହାରରେ କାୟା ମେଲାଇଛି ଏଚଆଇଭି; ୪୦୦ରୁ ଉର୍ଦ୍ଧ୍ବ ପିଲା ସଂକ୍ରମିତ…
- ଗୋଆ ଅଗ୍ନିକାଣ୍ଡ: ନାଇଟ୍ କ୍ଲବ୍ ମାଲିକ ଲୁଥ୍ରା ବ୍ରଦର୍ସଙ୍କ ଅଗ୍ରୀମ ଜାମିନ୍ ଆବେଦନକୁ ଖାରଜ କଲେ ଦିଲ୍ଲୀ କୋର୍ଟ
Comments are closed.