Latest Odisha News

ମୁଖ୍ୟମନ୍ତ୍ରୀ ଜଣାଇଲେ ହୋଲି ଶୁଭେଚ୍ଛା, ଘରେ ରହି ରଙ୍ଗ ଲଗାଇବାକୁ ଅନୁରୋଧ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି- ମହାମାରୀ କରୋନା ପାଇଁ ଆମେ ଏବେ ଏକ ଅସାଧାରଣ ସମୟ ଦେଇ ଗତି କରୁଛେ । ତେଣୁ, ଆପଣମାନେ ଘରେ ରହି ହୋଲି ଖେଳିବା ସହ ନିଜ ପରିବାର ଓ ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.