ଭୁବନେଶ୍ୱର: ରାଜଧାନୀରେ ସେକ୍ସ ରାକେଟର ପର୍ଦ୍ଦାଫାସ । ଲକ୍ଷ୍ମୀସାଗର ଅଞ୍ଚଳରୁ ଠାବ କଲା ପୋଲିସ । ଭଡ଼ା ଘରେ ଚାଲିଥିଲା ଦେହ ବ୍ୟବସାୟ । ଅଚାନକ ଚଢଞାଉ କରି ସେଠାରୁ ଗ୍ରାହକଙ୍କୁ ପୋଲିସ ଗିରଫ କରିଛନ୍ତି । ଦୁଇ ଜଣ ଦେହଜୀବୀଙ୍କୁ ବି ଉଦ୍ଧାର କରାଯାଇଛି । ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଏକ ଭଡ଼ ଘରେ ସେକ୍ସ ରାକେଟ ଚାଲୁଥିବା ବହୁ ଦିନରୁ ଅଭିଯୋଗ ହୋଇ ଆସୁଥିଲା। ଏହାପରେ ଅଚାନକ ସେଠାରେ ଅତର୍କିତ ଚଢ଼ାଉ କରିଥିଲା । ଅଧିକ ଖୋଳତାଡ କରୁଛି ଲକ୍ଷ୍ମୀସାଗର ଥାନା ପୋଲିସ । କିଏ ସେକ୍ସ ରାକେଟର କିଙ୍ଗପିନ୍ ତଥ୍ୟ ଯୋଗାଡ଼ ଚାଲିଛି । ଗିରଫ ଅଭିଯୁକ୍ତଙ୍କୁ ପଚରାଉଚରା ଚାଲିଛି ।
BREAKING NEWS
- ଭାରତର ଏକମାତ୍ର ଗଣତନ୍ତ୍ର ଦିବସ ଯେଉଁଥିରେ ଜଣେ ପାକିସ୍ତାନୀ ନେତା ହୋଇଥିଲେ ମୁଖ୍ୟ ଅତିଥି…
- Munir’s army: ପିଲା ଏବଂ ମହିଳାଙ୍କୁ ଅପହରଣ କରୁଛି ପାକିସ୍ତାନ ସୁରକ୍ଷା ବାହିନୀ? ପାକ୍ ବିରୋଧରେ ଜୋରଦାର ପ୍ରତିବାଦ
- ଫେବୃଆରୀରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ; ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି…
- Caravan Bus: କୋଣାର୍କରୁ ଗଡିଲା କାରାଭାନ ବସ୍, ପର୍ଯ୍ୟଟକଙ୍କୁ ଦେବ ବିଳାସପୂର୍ଣ୍ଣ ଅନୁଭୂତି
- ମୋହସିନ୍ ନକଭିଙ୍କ ବୟାନକୁ ନେଇ ଆଇସିସିର ଚେତାବନୀ; ଟି-୨୦ ବିଶ୍ୱକପରୁ ବାହାରିଲେ…
- ସାବଧାନ! ୧୪ କୋଟିରୁ ଅଧିକ ଉପଭୋକ୍ତାଙ୍କ ତଥ୍ୟ ଲିକ୍; ବିପଦରେ ଆପଣଙ୍କ Gmail, Facebook, Instagram, ଏବଂ Netflix ଆକାଉଣ୍ଟ୍!
- Republic Day: କୋରାପୁଟରେ ହଟିଲା ଆମିଷ ବିକ୍ରି କଟକଣା…
- Kedarnath Yatra 2026: ୨୦୧୩ ବନ୍ୟା ପରେ, ପୁଣି କେଦାରନାଥରେ ଖୋଲିବ ପାରମ୍ପରିକ ପଦଯାତ୍ରା ପଥ, ଏଣିକି ସହଜରେ ଯିବେ ଭକ୍ତ…
- Tejashwi Yadav: ଆରଜେଡି କାର୍ଯ୍ୟକାରୀ ସଭାପତି ତେଜସ୍ୱୀ ଯାଦବ, ବୈଠକରେ ହେଲା ନିଷ୍ପତ୍ତି…
- ରାଜ୍ୟର ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ, ସବଡିଭିଜନସ୍ତରରେ ପ୍ରସ୍ତୁତି ଆରମ୍ଭ
Comments are closed.