Latest Odisha News

ଚୋରି କରିବାକୁ ଯୋଜନା କରୁଥିଲେ ସାବଧାନ ! ବାଲିମେଳା ଟ୍ରାଫିକ୍ ଛକରେ ଲାଗିଛି ସିସିଟିଭି, ସ୍ବେଚ୍ଛାସେବୀଙ୍କ ଉଦ୍ୟମକୁ ପ୍ରଶଂସା

ମାଲକାନଗିରି: ମାଲକାନଗିରିରେ ଦିନକୁ ଦିନ ଚୋରି ଓ ଡକାୟତି ପରି ଅନେକ ଅପରାଧ ସଂଖ୍ୟା ବଢୁଛି । ଅପରାଧିଙ୍କ ଉପରେ ନଜର ରଖିବା ଲାଗି ସହରବାସୀ ମୁଖ୍ୟ ରାସ୍ତାରେ ସିସିଟିଭି କ୍ୟାମେରା ଲଗାଇ ପାଇଁ ଜିଲ୍ଲା ପ୍ରଶାସନ ପାଖରେ ଦାବି କରିଥିଲେ । କିନ୍ତୁ ପ୍ରଶାସନ ଶୁଣିଲା ନାହିଁ । ଶେଷରେ ସହରବାସୀଙ୍କୁ ସହାୟତାର ହାତ ବଢାଇଛନ୍ତି ଜଣେ ସ୍ବେଚ୍ଛାସେବୀ ।

Leave A Reply

Your email address will not be published.