ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ କରିଥିବାରୁ ରାଜଧାନୀର ସିଲିକନ କଲେଜକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଏମସି । ରାଜ୍ୟରେ ଦିନକୁ ଦିନ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲୁଥିବା ବେଳେ କଟକଣାକୁ ମାନିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି । ଏହି ସମୟରେ ଏହି ଶିକ୍ଷାନୁଷ୍ଠାନରେ କାହିଁକି ଏହାର ଉଲ୍ଲଘଂନ କରାଯାଇଛି ତାର କାରଣ ଦର୍ଶାଇବାକୁ ଏଥିରେ ଉଲ୍ଲେଖ ରହିଛି ।
BREAKING NEWS
- No Transit Fee On India In Hormuz Strait: ହରମୁଜ୍ ପ୍ରଣାଳୀରେ ନାହିଁ ଭାରତୀୟ ଜାହାଜ ଉପରେ କୌଣସି ଅତିରିକ୍ତ ଟିକସ…
- Fire Safety Mandatory for All Government Building: ଏଣିକି ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ରହିବା ବାଧ୍ୟତାମୂଳକ
- ଲଞ୍ଚ ହେଲା INS ଅରିଧମନ, ସମୁଦ୍ରରେ ଶତ୍ରୁଙ୍କୁ କରିବ ଧ୍ୱଂସ
- New Horror Thriller Film: ୧୨୦ ମିନିଟର ଏକ ହରର-ଥ୍ରୀଲର ଏହି ଫିଲ୍ମ, ଥରି ଉଠିବ ଛାତି…
- ଅବକାରୀ ବିଭାଗର ନୂଆ ଗାଇଡଲାଇନ; ବେଳାଭୂମିରେ ମଦ ବିକିପାରିବ ଓଟିଡିସି..
- LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
Comments are closed.