ସମ୍ବଲପୁର : ସମ୍ବଲପୁର ବରାଇପାଲିରେ ଚାଞ୍ଚଲ୍ୟ । ବସ୍ତା ଭିତରୁ ମିଳିଛି ଯୁବକଙ୍କ କ୍ଷତାକ୍ତ ମୃତଦେହ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଯୁବକଙ୍କୁ ହତ୍ୟା ପରେ ବସ୍ତାରେ ପୂରାଇ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ତେବେ ଯୁବକଙ୍କ ପରଚିୟ ମିଳିନଥିବା ବେଳେ, ତାଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ । ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି ।
BREAKING NEWS
- ଡିଜେଲର ମୂଲ୍ୟ ଲିଟର ପିଛା ୫୨୦.୩୫ ଟଙ୍କା ବୃଦ୍ଧି
- Russia Offers To India: ପ୍ରକୃତ ବନ୍ଧୁ କ’ଣ…ପୁଣି ପ୍ରମାଣ କଲେ ପୁଟିନ…
- Raghav Chadha’s Reaction: ଚର୍ଚ୍ଚା ବଢ଼ାଇଲା ରାଘବ ଚଡ୍ଡାଙ୍କ ନୂଆ ପୋଷ୍ଟ, କହିଲେ ଚାଞ୍ଚ୍ଚଲ୍ୟକର କଥା…
- ସୁରକ୍ଷା ବାହିନୀକୁ ପୁଣି ବଡ ସଫଳତା: JJMP ମାଓ ସଙ୍ଗଠନର ଜୋନାଲ କମାଣ୍ଡର କଲା ଆତ୍ମସମପର୍ଣ
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
Comments are closed.