ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରେଡ୍ କରୁଛି ବିଏମସି । କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ସିଲ୍ ହେଲା ଭୁବନେଶ୍ୱରରେ ଥିବା ସିଲିକନ୍ ଇନିଷ୍ଟିଚ୍ୟୁଟ୍ । ବିଏମସି ଆଜି ସିଲ୍ କରିଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସିଲିକନ୍ ବନ୍ଦ ରହିବ । କୋଭିଡ୍ କଟକଣା ଉଲ୍ଲଂଘନ ନେଇ ପୂର୍ବରୁ ସିଲିକନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଥିଲା ବିଏମସି । କର୍ତ୍ତୃପକ୍ଷ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଏହାପରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଏମସି ।
BREAKING NEWS
- ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ
- ଆଜି ରାୟଗଡ଼ା ଆସିବେନି ରାହୁଲ, ରାୟବରେଲିରେ ନାମାଙ୍କନ ଦାଖଲ ଯୋଗୁଁ ଓଡ଼ିଶା ଗସ୍ତ ବାତିଲ
- ରାୟବରେଲୀରୁ ଲଢ଼ିବେ ରାହୁଲ, ଆମେଠିରୁ ପ୍ରାର୍ଥୀ ହେଲେ କିଶୋରୀଲାଲ ଶର୍ମା
- ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, ପ୍ରଚାରରେ କମ୍ପବ ମୈଦାନ
- ଆସନ୍ତାକାଲିଠୁ ତାତିରେ ବ୍ରେକ୍, ୧୦ ଯାଏ ପ୍ରବଳ ବର୍ଷା
- ଗାଡ଼ି ଯାଞ୍ଚ ସମୟରେ ସାଢ଼େ ସାତ ଲକ୍ଷ ଟଙ୍କା ଜବତ, ଜଣେ ଅଟକ
- ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନଙ୍କ ବଦଳି ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
- ୭୫୦୦୦ ବର୍ଷ ତଳର ମହିଳାଙ୍କ କୃତ୍ରିମ ଚେହେରା ପ୍ରସ୍ତୁତ କଲେ ଗବେଷକ
- ସୁନ୍ଦରଗଡ ଓ କନ୍ଧମାଳରେ ପ୍ରାର୍ଥୀ ପତ୍ର ଦାଖଲ କଲେ ହେଭିୱେଟ ନେତା
- ଆସନ୍ତା ୧୧ ମେ’ ରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ