ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସର ଅଶାନ୍ତ । ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ରଙ୍କ ଉତ୍ତେଜନା ଦେଖାଦେଇଛି । +3 ସେମିଷ୍ଟାର ପରୀକ୍ଷା ଅଫ୍ ଲାଇନ୍ ରେ ହେବାକୁ ବିରୋଧ କରି ଉତ୍ତେଜନା ପ୍ରକାଶ ପାଇଛି । ପ୍ରତିବାଦରେ ବିଶ୍ବବିଦ୍ୟାଳୟ ସମେତ କୂଳପତିଙ୍କ ଅଫିସର ବହୁ ଜିନିଷ ଭଙ୍ଗାରୁଜା କରିଛନ୍ତି ଛାତ୍ର । କୂଳପତିଙ୍କ ଅଫିସରେ ଧସେଇ ପଶିବା ବେଳେ ପୋଲିସ ଲାଠି ଚାଳନା କରିଛି । ସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।
BREAKING NEWS
- Modi’s 25-Year: ଶାସନରେ ମୋଦିଙ୍କ ୨୫ ବର୍ଷ: ଏମିତି ଥିଲା ଗୁଜରାଟରୁ ଦିଲ୍ଲୀ ଯାତ୍ରା…ଆଜି ସାରା ଦେଶରେ ମେଗା ସେଲିବ୍ରେସନ୍!
- ‘ଆର୍ଜେଣ୍ଟିନା ସହ ଆଉ ନରହିବା ବହୁତ କଷ୍ଟ ଦେବ’: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇ ମେସିଙ୍କ ଭାବବିହ୍ୱଳ ବିଦାୟୀ ଭାଷଣ
- ଓଲଟିଲା ୨ ଟ୍ରକ୍; କୋରାପୁଟ-ରାୟଗଡ଼ା ମଧ୍ୟରେ ଯାତାୟାତ ଠପ୍
- Gen Z ଙ୍କ ପ୍ରକୋପରେ ଜଳୁଛି ଫ୍ରାନ୍ସ…
- ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ ଯୋଜନା ଘୋଷଣା କଲେ ହିଜବୁଲ୍ଲା ମୁଖିଆ ସେଖ ନଇମ କାସେମ
- ତେଲ ଟ୍ୟାଙ୍କର ଉପରେ ୟୁକ୍ରେନର ଡ୍ରୋନ ଆଟାକ, ୨୩ ଭାରତୀୟ କ୍ରୁ ଉଦ୍ଧାର…
- ଭୂମିକମ୍ପରେ ଥରିଲା ଉତ୍ତରାଖଣ୍ଡ; ଦିଲ୍ଲୀରେ ଝଟକା ଅନୁଭୂତ
- ପ୍ରଥମ ଟି୨୦: ଶ୍ରେୟାସଙ୍କ ବିସ୍ଫୋରକ ଶତକ, ୱେଷ୍ଟଇଣ୍ଡିଜ୍କୁ ୮ ୱିକେଟ୍ରେ ହରାଇଲା ଭାରତ
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା

Comments are closed.