ମାଲକାନଗିରି: ବିଜାପୁର ଟେକେଲଗୁଡା ଏନକାଉଣ୍ଟର ମାମଲା । ମାଓବାଦୀଙ୍କ ଦ୍ୱାରା ଅପହୃତ ହୋଇଥିଲେ କୋବ୍ରା ଯବାନ ରାଜେଶ୍ୱର ସିଂ ମାନହାସ । ଏହି ଘଟଣାକୁ ନେଇ ସାରା ଦେଶରେ ହଟଚମଟ ସୃଷ୍ଟି ହୋଇଥିଲା । ଏପରିକି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ମାମଲାରେ ପରୋକ୍ଷ ଭାବେ ସାମିଲ ହୋଇଥିଲେ ।
ଶେଷରେ ରାଜେଶ୍ୱର ସିଂ ମାନହାସ ସୁରକ୍ଷିତ ଥିବା ନେଇ ସ୍ପଷ୍ଟ କରିଛି ମାଓବାଦୀ ସଙ୍ଗଠନ । ସ୍ପେଶାଲ ଜୋନାଲ ମାଓ କମିଟି ଜାରି କରିଛି ବନ୍ଦୀ ଯବାନଙ୍କ ତାଜା ଫଟୋ । ଗତକାଲି ମଧ୍ୟ ମାଓ ସଙ୍ଗଠନ ପକ୍ଷରୁ ଦୁଇ ପୃଷ୍ଠାର ଚିଠି ଜାରି କରାଯାଇଥିଲା । ଏହି ଚିଠିରେ ସରକାର ମଧ୍ୟସ୍ଥିଙ୍କ ନାମ ଘୋଷଣା କଲେ ମାଓ ସଙ୍ଗଠନ ସେହି ମଧ୍ୟସ୍ଥିଙ୍କ ଜରିଆରେ ବନ୍ଦୀ ଯବାନଙ୍କୁ ପୋଲିସ ପାଖରେ ଛାଡିବ ବୋଲି ଉଲ୍ଲେଖ କରିଥିଲା ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.