Latest Odisha News

BREAKING NEWS

ଡ.ହରେକୃଷ୍ଣ ମହତାବଙ୍କ ପୁସ୍ତକ ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦ ରିଲିଜ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଦ୍ୱାରା ଲିଖିତ ‘ଓଡିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଏପ୍ରିଲ ୯ରେ ନୂଆଦିଲ୍ଲୀର ଜନପଥରେ ଥିବା ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ରିଲିଜ କରିବେ।

ଏହି କାର୍ଯ୍ୟକ୍ରମ ହରେକୃଷ୍ଣ ମହତାବ ଫାଉଣ୍ଡେସନ୍ ଦ୍ୱାରା ଆୟୋଜିତ ହେବ।

ବର୍ତ୍ତମାନ ପର୍ଯ୍ୟନ୍ତ ଓଡିଆ ଏବଂ ଇଂରାଜୀରେ ଉପଲବ୍ଧ ଏହି ପୁସ୍ତକକୁ ଶଙ୍କରଲାଲ ପୁରୋହିତ ହିନ୍ଦୀରେ ଅନୁବାଦ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ସାଂସଦ ଭର୍ତ୍ତୁହରି ମହତାବ ମଧ୍ୟ ଉପସ୍ଥିତ ରହିବେ।

 

Leave A Reply

Your email address will not be published.