ଭୁବନେଶ୍ୱର: ପୁଣି ସିଲ୍ ହେଲା ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର ମୁଖ୍ୟ ଶାଖା । ବିଏମସି ପକ୍ଷରୁ ତିନି ଦିନ ପାଇଁ ସିଲ୍ କରାଯାଇଛି । ଏଠାରୁ ଅଧିକ ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ଭୁବନେଶ୍ୱର ମହାନଗର ନିଗମ । ଆଜିଠାରୁ ୧୧ ତାରିଖ ଯାଏ ବ୍ୟାଙ୍କ ଶାଖା ସିଲ୍ । ପୂର୍ବରୁ ଏହି ବ୍ୟାଙ୍କରୁ ଏକାଧିକ ପଜିଟିଭ ଚିହ୍ନଟ ପରେ ୨ ଦିନ ସିଲ୍ କରିଥିଲା ବିଏମସି । ଭୁବନେଶ୍ୱରରେ ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେରୁ ଅଧିକ ରହୁଛି । ମୁକାବିଲା ପାଇଁ ଟେଷ୍ଟିଂ, ଟ୍ରେସିଂ ଓ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଉଛି ।
BREAKING NEWS
- ରେଭେନ୍ସା ବିବାଦରେ ନୂଆ ମୋଡ଼: ସଦର ବିଧାୟକଙ୍କୁ କାଉଣ୍ଟର କଲା ଶିକ୍ଷକ ସଂଘ ‘ରୁଟା’
- Netanyahu dials PM Modi:ମୋଦୀଙ୍କୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ଫୋନ୍ କଲ୍; ସ୍ୱତନ୍ତ୍ର ରଣନୈତିକ ଭାଗୀଦାରୀ ଏବଂ ପଶ୍ଚିମ ଏସିଆର ସ୍ଥିତି ନେଇ ଆଲୋଚନା
- ୨୨ଲକ୍ଷର ସୋସାଇଟି ପାଣ୍ଠି ହଡ଼ପ ଅଭିଯୋଗ;ପୂର୍ବତନ ପାକ୍ସ ସମ୍ପାଦକ ଗିରଫ
- ବିଷାକ୍ତ ଲଙ୍କା: ୨୭ଟି ରାଜ୍ୟରେ ବ୍ୟାପିଲା ସାଲମୋନେଲା ସଂକ୍ରମଣ, ୩୪୫ ଆକ୍ରାନ୍ତ
- ଏଥର ଇନଷ୍ଟାଗ୍ରାମରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ନୂଆ ନିବେଦନ
- ବାଲେଶ୍ୱର ଭୋଗରାଇରେ ଉତ୍ତେଜନା: ସମୀକ୍ଷା ବୈଠକ ବେଳେ ମୁହାଁମୁହିଁ ହେଲେ ବିଜେପି-ବିଜେଡି କର୍ମୀ
- କ୍ରାଇମ୍ ବ୍ରାଞ୍ଚ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା, ଅତ୍ୟଧିକ ଡ୍ରଗ୍ସ ନିଶାରେ ଥିଲେ କନଷ୍ଟେବଳ ସୌମ୍ୟ
- ଘର ପ୍ରତିଷ୍ଠା ଭୋଜି ଖାଇ ୭୦ରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ; ହସ୍ପିଟାଲରେ ଭର୍ତ୍ତି
- ଜେପିଏସସି ଏବଂ ଜେଏସଏସସି ଆନ୍ଦୋଳନ: କ୍ୟାମେରା ଆଗରେ ଆଲୋଚନା କରିବାକୁ ଛାତ୍ରଙ୍କ ଜିଦ୍
- ଭାଇ ସୋହେଲଙ୍କ ପ୍ରେମ ସମ୍ପର୍କ ପାଇଁ ବନ୍ଦ ହୋଇଥିଲା ସଲମାନଙ୍କ ‘ରାମାୟଣ’! ତିନି ଦଶନ୍ଧି ପରେ ପୁଣି ଚର୍ଚ୍ଚା

Comments are closed.