Latest Odisha News

BREAKING NEWS

ଦିଲ୍ଲୀ (AIIMS)ର ୩୫ ଡାକ୍ତର କରୋନା ପଜିଟିଭ

ନୂଆଦିଲ୍ଲୀ: ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ (AIIMS) ରେ ୩୫ ଜଣ ଡାକ୍ତର କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି।

ଏହାପୂର୍ବରୁ ଗୁରୁବାର ଦିନ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲର ୩୭ ଜଣ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଥିବା ଡାକ୍ତରଖାନାର ସୂତ୍ରରୁ ପ୍ରକାଶ।

Comments are closed.