ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଏଥର ଅପରାହ୍ନ ୩ଟା ୩୦ରେ ଟଣାହେବ ରୁକୁଣା ରଥ । ଏନେଇ ନିଷ୍ପତ୍ତି ନେଇଛି ଟ୍ରଷ୍ଟ ବୋର୍ଡ । କୋଭିଡ ମାର୍ଗଦର୍ଶିକା ଅନୁଯାୟୀ ରଥ ଉପରେ ୨୦ରୁ୨୫ ଜଣ ସେବାୟତ ରହିବେ । ସେହିପରି ରଥଟଣାରେ ମୋଟ ୧୦୦ ଜଣ ସେବାୟତ ଓ ପୋଲିସ ନିୟୋଜିତ ରହିବେ । ଗୋଟିଏ ଦିନରେ ରଥ ପହଞ୍ଚିବା ନେଇ ନୀତି ନିର୍ଗଣ୍ଟ ହୋଇଛି । ରଥଯାତ୍ରାରେ ନିୟୋଜିତ ସମସ୍ତ ସେବାୟତ ଓ ପୋଲିସ କର୍ମୀଙ୍କ ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ସେହିପରି ମାଉସୀ ମା’ ମନ୍ଦିରରୁ ବାହୁଡ଼ା ଦିନ ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥଟଣା । ବୈଠକ ପରେ ମନ୍ଦିର ପ୍ରଶାସନର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ ଦାସ ଏନେଇ ସୂଚନା ଦେଇଛନ୍ତି ।
BREAKING NEWS
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
Comments are closed.