କପିଳ ଶର୍ମା ଜଣେ ହୋଷ୍ଟ, ଆକ୍ଟର ଓ ପ୍ରଡ୍ୟୁସର । ପଂଜାବ ଅମୃତସରରେ ତାଙ୍କର ଜନ୍ମ । ୨୦୦୭ରେ ଗ୍ରେଟ ଇଣ୍ଡିଆନ୍ ଲାଫଟର ସୋ’ଅଡିଶନରେ ରିଜେକ୍ଟ ହେବା ପରେ ନିଜ କଠିନ ପରିଶ୍ରମ ବଳରେ ସଫଳତା ହାସଲ କରିଥିଲେ । ଏବେ କିଛି ପାଠ୍ୟ ପୁସ୍ତକରେ କପିଳଙ୍କ ସଂଘର୍ଷ କାହାଣୀ ପ୍ରକାଶିତ କରାଯିବ । ଯାହାକୁ ପଢ଼ିବେ ପିଲାମାନେ ।
BREAKING NEWS
- କଟକରେ ନକଲି ପନିର କାରବାର: ୧୧ ଜଣଙ୍କ ନାମରେ ଏତଲା, ତଦନ୍ତ ଜୋରଦାର
- ସୁପୋଷିତ ଓଡ଼ିଶା ଗଠନ ସରକାରଙ୍କ ଲକ୍ଷ୍ୟ: ଗ୍ରାଜୁଏସନ୍ ସରିଲେ ଝିଅମାନଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା
- ଖୁଚୁରା ମୂଲ୍ୟ ଅପେକ୍ଷା MRP ୧୬% ଅଧିକ, ସୁପ୍ରିମକୋର୍ଟ ପଚାରିଲେ ଔଷଧ ଦରରେ ତାରତମ୍ୟ କାହିଁକି?
- ରେଭେନ୍ସାରେ ପୁଣି ରାଗିଂ ଅଭିଯୋଗ: ଅନ୍ଲାଇନ୍ ଗେମ୍କୁ କେନ୍ଦ୍ର କରି ଜୁନିୟରଙ୍କୁ ହଇରାଣ କଲେ ସିନିୟର ଛାତ୍ର
- ଓଡ଼ିଶାରେ ସ୍କୁଲ ବହି ଛପା ଦୁର୍ନୀତି: ରାଜ୍ୟ ସରକାରଙ୍କଠାରୁ ବିସ୍ତୃତ ରିପୋର୍ଟ ତଲବ କଲେ ପିଏମ୍ଓ
- ଏସିଆନ୍ ଗେମ୍ସ ୨୦୨୬: ବର୍ଷା ଯୋଗୁଁ କ୍ରିକେଟ୍ କ୍ୱାଟରଫାଇନାଲ୍ ରଦ୍ଦ
- କେନ୍ଦ୍ର ସରକାରଙ୍କ ‘ପ୍ରଗତି ୫୦’ ଯୋଜନାରେ ସାମିଲ ହେଲା ଭୁବନେଶ୍ୱର ଓ ପୁରୀ
- କୋରାପୁଟରେ ଲଗାଣ ବର୍ଷା ଯୋଗୁଁ ଭୂସ୍ଖଳନ: ରେଳ ଚଳାଚଳ ପ୍ରଭାବିତ, ଏକାଧିକ ଟ୍ରେନ୍ ବାତିଲ୍
- ଏଣିକି ଆପାର୍ଟମେଣ୍ଟ କିଣାବିକା ହେବ ସହଜ, ୨୦ ହଜାର ଟଙ୍କାକୁ ଖସିଲା ପଞ୍ଜିକରଣ ଦେୟ
- ଏସିଆନ୍ ଗେମ୍ସରେ ଗୁଲବୀରଙ୍କ ଐତିହାସିକ ସଫଳତା: ୩ ଦିନରେ ଜିତିଲେ ୩ଟି ମେଡାଲ

Comments are closed.