ଭୁବନେଶ୍ବର: ପିପିଲିରେ ଉପନିର୍ବାଚନ ତାତି । ଭୋଟରଙ୍କ ମନ ଜିତିବାକୁ ଜୋରଦାର ପ୍ରଚାର ଚଳାଇଛନ୍ତି ସବୁ ଦଳର ନେତା ଓ କର୍ମୀ । ଆସନ୍ତାକାଲି ଭର୍ଚୁଆଲ ପ୍ରଚାର କରିବେ ବିଜେଡି ସୁପ୍ରିମୋ । ପିପିଲି ବ୍ଳକ୍ ଓ ଏନଏସି ପାଇଁ କରିବେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କ ପାଇଁ ଡେଲାଙ୍ଗ ବ୍ଳକରେ ଭୋଟ ମାଗିବେ ନବୀନ । ଭର୍ଚୁଆଲ ପ୍ରଚାର ପାଇଁ ପିପିଲି ବ୍ଳକର ତିନୋଟି ସ୍ଥାନରେ ବ୍ୟବସ୍ଥା ହୋଇଛି । ଡେଲାଙ୍ଗ ରେଞ୍ଜ, ବଡ ଆଙ୍କୁଲା ଓ ସିଙ୍ଗ ବ୍ରହ୍ମପୁରରେ କରିବେ ପ୍ରଚାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
BREAKING NEWS
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
- ରଣଜୀ ଟ୍ରଫି: ଓଡିଶା ୨୨୧ ରନରେ ଅଗ୍ରଣୀ
- ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦିବଙ୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ର
- ଲାଞ୍ଚ ନେଇ ବନ୍ଧା ହେଲେ ପଶୁଚିକିତ୍ସା କାର୍ଯ୍ୟାଳୟର କର୍ମୀ
- ମାଓ ସଂଗଠନ ପାଇଁ ଅଡିଓ ବାର୍ତ୍ତା ଜାରି କଲେ ଡିଜିପି; ସରେଣ୍ଡର ପାଇଁ ଏହି ଫୋନ୍ ନଂରେ ଯୋଗାଯୋଗ କରନ୍ତୁ…
- ମହିଳା ଚଳାଇବେ ଆମ ବସ୍, ଟ୍ରେନିଂ ପାଇଁ ଗଲେ ପୁଣେ
- କାଙ୍ଗାଳ ପାକିସ୍ତାନର ନିଚ୍ଛକ ସତ, ଇଜ୍ଜତ ବିକି ମାଗୁଛି କରଜ
- ପ୍ରଥମ ରାଷ୍ଟ୍ରପତି ଭାବେ ମା’ ବିରଜାଙ୍କୁ ଦର୍ଶନ କରିବେ ଦ୍ରୌପଦୀ ମୁର୍ମୁ
- ଅରିଜିତଙ୍କୁ ବଡ ଅନୁରୋଧ କଲେ ନିର୍ଦ୍ଦେଶକ ବିଶାଲ ଭରଦ୍ୱାଜ
Comments are closed.