ଭୁବନେଶ୍ବର: ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆଜି ଅପରାହ୍ନରୁ ଆଗାମୀ ୫ ଦିନ ଯାଏ ଅର୍ଥାତ ୧୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଝଡ-ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ସକାଳ ସୁଦ୍ଧା ୧୭ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୧୬ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଯାଜପୁର । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.