Latest Odisha News

BREAKING NEWS

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ୨ ଜଣଙ୍କର ମୃତ୍ୟୁ ଘଟିଛି।

ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୨୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ତେବେ ନୂଆପଡା ଅଞ୍ଚଳରୁ ୨ ଜଣ ବ୍ୟକ୍ତିଙ୍କର କରୋନାରେ ମୃତ୍ୟ ଘଟିଥିବା ସୁତ୍ରରୁ ପ୍ରକାଶ।

Leave A Reply

Your email address will not be published.