Latest Odisha News

BREAKING NEWS

ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପର ଦୁଇ ପୂଜକ କରୋନା ପଜିଟିଭ୍, ସାଧାରଣ ଦର୍ଶନ ବାରଣ

ବ୍ରହ୍ମପୁର: ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଦୁଇ ଜଣ ପୂଜକ କରୋନା ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଅସ୍ଥାୟୀ ମଣ୍ଡପର ଦୁଇ ଜଣ ପୂଜକ । ଏହାପରେ ଯାତ୍ରାସ୍ଥଳ ଦେଶୀ ବେହେରା ସାହିକୁ ଜିଲ୍ଲା ପ୍ରଶାସନ ସିଲ କରିଛି । ସମ୍ପୃକ୍ତ ଅଞ୍ଚଳରେ ଜାରି ହୋଇଛି ୧୪୪ ଧାରା । ବୁଢ଼ୀ ଠାକୁରାଣୀ ଯାତ୍ରାରେ ସର୍ବସାଧାରଣ ଦର୍ଶନକୁ ବାରଣ କରାଯାଇଛି । ମା’ ଠାକୁରାଣୀଙ୍କ ଅସ୍ଥାୟୀ ମଣ୍ଡପର ଚାରିପାଖକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ସଚେତନ କରାଇଛି ଜିଲ୍ଲା ପ୍ରଶାସନ ।

 

Leave A Reply

Your email address will not be published.