ମାଲକାନଗିରି: ଯବାନଙ୍କୁ ଟାର୍ଗେଟ କରି ନକ୍ସଲ ବାହିନୀ ଲଗାଇଥିଲା ଲ୍ୟାଣ୍ଡମାଇନ୍ । ନିଷ୍କ୍ରିୟ କଲା ସିଆରପିଏଫ୍ ବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଏହି ଘଟଣା ସାମ୍ନାକୁ ଆସିଛି । ମାଓ ପ୍ରବଣ ଇଲାକା ମିନପାଠାରୁ ବୁର୍କାପାଲ ପର୍ଯ୍ୟନ୍ତ ଚାଲିଥିବା ରାସ୍ତା କାମରେ ଯବାନ ନିୟୋଜିତ ଥିଲେ । ତାଜା ସୂଚନା ଅନୁଯାୟୀ ଆଜି ସକାଳେ ରାସ୍ତାରେ ଲାଗିଥିବା ଲ୍ୟାଣ୍ଡମାଇନକୁ ଯବାନମାନେ ଡିଟେକ୍ଟର ସହାୟତାରେ ଠାବ କରିଥିଲେ । ତନାଘନାରେ ମିଳିଥିବା ୧୦ କିଗ୍ରାରୁ ଅଧିକ ଲ୍ୟାଣ୍ଡମାଇନକୁ ବିସ୍ଫୋରଣ ଜରିଆରେ ନଷ୍ଟ କରିଛନ୍ତି ସିଆରପିଏଫ ଯବାନ । 
BREAKING NEWS
- ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ହେଲେ ବ୍ରତତୀ ହରିଚନ୍ଦନ
- SI recruitment scam: ସିଲିକନ ଟେକ୍ ସହ ସମସ୍ତ ଚୁକ୍ତି ବାତିଲ କଲେ ରାଜ୍ୟ ସରକାର
- ଶାରୀରିକ କ୍ଷମତା ବା ଭିନ୍ନ-କ୍ଷମତା ପ୍ରତିଭାର ବିକାଶରେ କେବେ ବି ବାଧା ସୃଷ୍ଟି କରେ ନାହିଁ: ମୁଖ୍ୟମନ୍ତ୍ରୀ
- ବାବା ଭେଙ୍ଗାଙ୍କ ବ୍ୟତୀତ ଆଉ କେଉଁମାନଙ୍କ ଭବିଷ୍ୟବାଣୀ ହୋଇଛି ସତ ? ଜାଣନ୍ତୁ…
- CM Air Health Service: ମାଓ ଅଧ୍ୟୁଷିତ ମାଲକାନଗିରିରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସେବା…
- ‘୨୦୨୫-୨୬ରେ ଓଡ଼ିଶାକୁ ୧୩ ଗୁଣ ଅଧିକ ୧୦,୫୯୯ କୋଟିର ରେଳ ବଜେଟ୍ ଆବଣ୍ଟନ କରାଯାଇଛି’
- ୧୮,୧୧୧ ଏକରରୁ ଅଧିକ ବେଆଇନ ଗଞ୍ଜେଇ ଚାଷ ନଷ୍ଟ, କେବଳ ଏହି ଜିଲ୍ଲାରେ ସର୍ବାଧିକ…
- ଘନ କୁହୁଡ଼ିରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ନେଇ ପୂର୍ବତଟ ରେଳପଥର ବିଶେଷ ପଦକ୍ଷେପ
- Ollywood Movie: ସାମାଜିକ ବାର୍ତ୍ତା ନେଇ ଖୁବଶୀଘ୍ର ଆସୁଛି ଓଡ଼ିଆ ଫିଲ୍ମ ‘ମହାକାଳ’
- Fake News Threat To Democracy: ଫେକ୍ ନ୍ୟୁଜ ଗଣତନ୍ତ୍ର ପାଇଁ ବିପଦ: ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
Comments are closed.