ଭୁବନେଶ୍ବର : ଆଜିଠୁ ଭୁବନେଶ୍ବରରୁ ନୟାଗଡ଼କୁ ଗଡ଼ିଲା ସ୍ପେଶାଲ ଟ୍ରେନ୍ । ଏହି ଟ୍ରେନ୍ ଆଜି ଭୁବନେଶ୍ୱରରୁ ସନ୍ଧ୍ୟା ୬ଟା ୪୦ରେ ଛାଡିଛି । ଏହି ଟ୍ରେନ୍ ପରଦିନ ସକାଳ ୬ଟା ୩୦ରେ ନୟାଗଡ଼ରୁ ଭୁବନେଶ୍ବର ଅଭିମୁଖେ ଛାଡିବ । ତେବେ ଏହି ଟ୍ରେନଟି ସମ୍ପୂର୍ଣ୍ଣ ଭାବେ ବିଦ୍ୟୁତିକରଣ ରୁଟରେ ଚଳାଚଳ କରିବ । ଏହି ସ୍ପେଶାଲ ଟ୍ରେନରେ ଯାତ୍ରା କରିବାକୁ ଚାହୁଁଥିବା ଯାତ୍ରୀ ଯାତ୍ରାର ପୂର୍ବଦିନ କେବଳ ନୟାଗଡ଼ ପୁରୁଣା ଜେଲ ଠାରେ ଥିବା ଟିକେଟ କାଉଣ୍ଟରରେ ସଂରକ୍ଷିତ ଟିକେଟ୍ କାଟି ପାରିବେ । ନଚେତ ଅନଲାଇନରେ ଟିକେଟ କାଟିପାରିବେ l
BREAKING NEWS
- Ammunition Recovered in Manipur:ସୁରକ୍ଷା ବାହିନୀକୁ ବଡ଼ ସଫଳତା: ୯ ଉଗ୍ରବାଦୀ ଗିରଫ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, IED ଜବତ
- ବୁଡିଯାଉଥିବା ପୁଅକୁ ବଞ୍ଚାଇବାକୁ ଯାଇ ଭାସିଗଲେ ବାପା
- Snake bite:ସାପ କାମୁଡ଼ାର ପ୍ରେମିକ ମୃତ;ଖବର ଶୁଣି ଜୀବନ ହାରିଲା ପ୍ରେମିକା
- ବଜ୍ରାଘାତରେ ଚାଲିଗଲା ୨ଜୀବନ; ୨ ଗୁରୁତର ମେଡିକାଲରେ ଭର୍ତ୍ତି
- ନିଶା ଇଞ୍ଜେକ୍ସନ୍ କାରବାର ଚାଲିଥିବାବେଳେ ଚଢ଼ାଉ; ୪୫୩ ନିଶା ଇଞ୍ଜେକ୍ସନ୍ ଜବତ, ୪ ଗିରଫ
- ଉତ୍ତମ ଆଚରଣ ପାଇଁ ୧୯ଜଣ ଆଜୀବନ କଏଦୀଙ୍କୁ ମୁକ୍ତି;ଝାରପଡ଼ାରୁ ୩
- କମନୱେଲଥ୍ ଗେମ୍ସ: ଗ୍ଲାସଗୋ ରେଷ୍ଟୋରାଣ୍ଟରେ ଭାରତର ଭୁଲ୍ ମାନଚିତ୍ର ଦେଖି ଅସନ୍ତୋଷ ପ୍ରକାଶ କଲେ ଲଭଲିନା
- 3-D ରିଇନ୍ଫୋର୍ସଡ୍ ଆଡଭାନ୍ସଡ୍ କମ୍ପୋଜିଟ୍ ଟେକ୍ନୋଲୋଜି ପାଇଁ NIT ରାଉରକେଲାକୁ ମିଳିଲା ପେଟେଣ୍ଟ
- ହାର୍ଦ୍ଦିକଙ୍କ ଚେନ୍ନାଇ ସୁପର କିଙ୍ଗସ ଟ୍ରେଡ୍କୁ ନେଇ ବଢ଼ୁଛି ସସପେନ୍ସ, ସ୍ପଷ୍ଟୀକରଣ ରଖିଲା ମୁମ୍ବାଇ
- Ferry catches fire: ସମୁଦ୍ର ମଝିରେ ଫେରୀରେ ଭୟଙ୍କର ଅଗ୍ନିକାଣ୍ଡ… ୫ ମୃତ ଓ ୪୧ ନିଖୋଜ
Comments are closed.