ବାଲିପାଟଣା : ଭିଜିଲାନ୍ସ ଜାଲରେ ପୋଲିସ ବାବୁ । ଲାଞ୍ଚ ନେବା ବେଳେ ପାହାଳ ଫାଣ୍ଡି ଏଏସଆଇ ପ୍ରଦୀପ କୁମାର ପ୍ରଧାନଙ୍କୁ କାବୁ କରିଛି ଭିଜିଲାନ୍ସ ଟିମ୍ । ଏକ ଜମିଜମା ମାମଲାରେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଏଏସଆଇ ପ୍ରଦୀପଙ୍କୁ ବାକୁ କରିଥିଲା । ସନ୍ଦୀପ ପତ୍ରୀଙ୍କ ଅଭିଯୋଗ କ୍ରମେ ପ୍ରଦୀପଙ୍କୁ ଟ୍ରାକ୍ କରିଥିଲା ଭୁବନେଶ୍ବର ଭିଜିଲାନ୍ସ ଟିମ୍ । ପ୍ରଦୀପଙ୍କୁ ଅଟକ ରଖି ପଚରା ଉଚରା କରୁଛି ଭିଜିଲାନ୍ସ ଟିମ୍ ।
BREAKING NEWS
- ରଥଯାତ୍ରା ୨୦୨୬: ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହ ପାଇଁ ଟିପିସିଓଡିଏଲକୁ ‘ରଥସେବା ସମ୍ମାନ’ ପ୍ରଦାନ
- ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୬.୨
- BRICS Summit 2026: ବ୍ରିକ୍ସ ସମ୍ମିଳନୀରେ ବିଶ୍ଵ ନେତା, କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା
- ମୁମ୍ବାଇ କ୍ରିକେଟ୍ ଆସୋସିଏସନର ବଡ଼ ନିଷ୍ପତ୍ତି: ୫୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପାଣ୍ଠି ଗଠନ
- ହିଣ୍ଡାଲ୍କୋର ମୀନାକ୍ଷୀ କୋଇଲା ଖଣି ପାଇଁ ଜନଶୁଣାଣି; ମିଳିଲା ପ୍ରବଳ ଜନ ସମର୍ଥନ
- ବୁଡ଼ିଲା ପୋଲ..ମାଲକାନଗିରି -କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ;ଏପଟେ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
- ଆସୁଛି ପାର୍ବଣ ଋତୁ… ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍
- ଗୋଡ଼ ବାରମ୍ବାର ଝିମ୍ଝିମ୍ ହେଉଛି କି? ପିମ୍ପୁଡ଼ି ଚାଲିଲା ଭଳି ଲାଗୁଥିଲେ ଜାଣନ୍ତୁ ପ୍ରକୃତ କାରଣ ଓ ଘରୋଇ ଉପଚାର
- ଅଣ୍ଡା ଚୋପା ଛଡ଼ାଇବାରେ ହେଉଛି କି ଅସୁବିଧା? ପାଣିରେ ମିଶାନ୍ତୁ ଏହି ଗୋଟିଏ ଜିନିଷ, ସହଜରେ ବାହାରି ଆସିବ ଚୋପା
- ରିଲ୍ସ କରି ବନ୍ଧା ହେଲେ ୮ ଜଣ; ହାତରେ ଛୁରି ଧରି ଭିଡ଼ିଓ…

Comments are closed.