ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ ରହସ୍ୟ ରହିଛି । ଯାହା କି ଭେଦ କରିବା ମୁସ୍କିଲ । ଏଇ ଯେମିତି ଏଲିଅନ୍ କଥା । ତାର ଉପସ୍ଥିତି ନେଇ ଅନେକ ଜଳ୍ପନା ଚାଲିଥିବା ବେଳେ ଦେଖିବା ଆମର ଏହି ରିପୋର୍ଟ. ..
BREAKING NEWS
- ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଶୀତ ଅଧିବେଶନ
- ମସଜିଦ ସର୍ଭେ ବେଳେ ହିଂସା: ପଥରମାଡ଼ରେ ୪ ମୃତ, ଇଣ୍ଟରନେଟ ସେବା ବନ୍ଦ
- ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ
- ସୃଷ୍ଟି ହେଲା ଲଘୁଚାପ, ଆସୁଛି ବାତ୍ୟା!
- ଶୀତ ଦିନେ ନିଅନ୍ତୁ ଏପରି ପିଲାଙ୍କ ଯତ୍ନ…
- କର୍ତ୍ତବ୍ୟରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ: ଜୋଙ୍କ ଥାନା ଆଇଆଇସି ଗୁରୁଦେବ କର୍ମି ନିଲମ୍ବିତ
- ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ତେଜୁଛି ରାଜନୀତି: ପ୍ରେସମିଟ କରି ଗର୍ଜିଲା ବିଜେଡି
- ଶେଷ ହେଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କାର ବ୍ୟବସାୟ
- ନିୟମ ଉଲଂଘନ କାରଣରୁ ସିଲ୍ ହେଲା ବାର୍
- ସରକାରୀ କ୍ୱାର୍ଟର ଭଡାରେ ଲଗାଇଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
Comments are closed.