ଭୁବନେଶ୍ବର : ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ । ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରୁଟିନ୍ ହାର୍ଟ ଚେକ୍ ଅପ୍ ପାଇଁ ତାଙ୍କୁ ମେଦାନ୍ତ ହସପିଟାଲରେ ଭର୍ତ୍ତି କରାଯାଇଛି । କିଛି ଦିନ ତଳେ ହୋମ୍ ଆଇସୋଲେସନରେ ଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ତେବେ କରୋନା ପରୀକ୍ଷା କରିବା ପରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା ।
BREAKING NEWS
- କିଶୋରୀଙ୍କ ସୁରକ୍ଷା ଚିନ୍ତା : ଛାତ୍ରୀମାନେ ପାଇଲେ ଭଲ ଓ ଖରାପ ସ୍ପର୍ଶ ବିଷୟରେ ଶିକ୍ଷା
- ରୁଦ୍ରଙ୍କ ବିରୋଧରେ ଲଢିବେ କି ତାଙ୍କ ସ୍ତ୍ରୀ ?
- ସଙ୍କଟରେ ହରିୟାଣାର ବିଜେପି ସରକାର, ସମର୍ଥନ ପ୍ରତ୍ୟାହାର କଲେ ୩ ସ୍ବାଧୀନ ବିଧାୟକ
- ଦୀପିକାଙ୍କ ସହ ବିବାହର ସମସ୍ତ ଫଟୋ ଡିଲିଟ କଲେ ରଣବୀର
- ତାତିରେ ଲାଗିଲା ବ୍ରେକ୍; ୩୫ ଡିଗ୍ରୀ ତଳେ ରାଜ୍ୟରେ ୨୦ ସହର
- ଷ୍ଟେଜରେ ନଖ କାଟିଲେ ଅରିଜିତ ସିଂ
- ନାମାଙ୍କନ ପତ୍ର ଦାଖଲ କଲେ ଡ଼ା.ରାଜଶ୍ରୀ ମଲ୍ଲିକ ଓ ରମାକାନ୍ତ ଭୋଇ
- ହାତ ଛାଡ଼ିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ, ବାଲେଶ୍ବର ସାଂସଦ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା
- ଗ୍ରାଉଣ୍ଡସମ୍ୟାନଙ୍କ ବେକକୁ ଧରିଲେ ଶାକିବ ଉଲ ହାସନ
- ସୌମ୍ୟ ବଦଳାଇବେ ଘସିପୁରା ଗେମ୍ !