ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏକ ବିଜ୍ଞପ୍ତି ଜାରି କରି କହିଛନ୍ତି । ନିଲମ୍ବିତ ଦୁଇ ବିଜେଡି ନେତା ହେଲେ ଅମରେଶ ପଣ୍ଡା ଓ ବିନୟ ପଣ୍ଡା ।
BREAKING NEWS
- Sushila Tiriya: ପୂର୍ବତନ ସାଂସଦ ସୁଶୀଳା ତିରିଆଙ୍କ ପରଲୋକ
- Budget 2026: ଜନଜାତିଙ୍କ କଲ୍ୟାଣ ପାଇଁ ଏକ ପରିବର୍ତ୍ତନଶୀଳ ବଜେଟ୍…ଓଡ଼ିଶାକୁ ଲାଭବାନ କରିବ: ଜୁଏଲ ଓରାମ
- Builder: ବିଲଡର ସଂସ୍ଥା ମାଲିକ ଗିରଫ; ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ
- ଟି୨୦ ବିଶ୍ୱକପ: ଭାରତ ସହ ଖେଳିବନି ପାକିସ୍ତାନ
- ଦିଗହୀନ ବଜେଟ୍; କେନ୍ଦ୍ରୀୟ ବଜେଟ୍ ୨୦୨୬କୁ କଡ଼ା ସମାଲୋଚନା କଲେ ବିରୋଧୀ ନେତା…
- ଟି୨୦ରେ କୋହଲିଙ୍କ ରେକର୍ଡ ଭାଙ୍ଗିଲେ ବାବର
- Violence in Balochistan: ବେଲୁଚିସ୍ତାନ ପ୍ରସଙ୍ଗରେ ପାକ୍ କୁ କଡ଼ା ଜବାବ ଦେଲା ଭାରତ; ଆଭ୍ୟନ୍ତରୀଣ ବିଫଳତାରୁ ଧ୍ୟାନ ହଟାଇବାର ପ୍ରୟାସ
- ପ୍ରଫେସର ଶିବବ୍ରତ ଦାସ ବିଶ୍ୱଭାରତୀ ସଂସଦର ସଦସ୍ୟ ମନୋନୀତ
- ନର୍ସରୀ ରାଇମ୍ ମାଧ୍ୟମରେ ୨୦୨୬ ବଜେଟକୁ କଟାକ୍ଷ କଲେ ମମତା
- ଜୋକୋଭିଚଙ୍କୁ ହରାଇ ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ହାସଲ କଲେ ଆଲକାରଜ
Comments are closed.