ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଏନଏସି ସଟଡାଉନ ଘୋଷଣା । ଆସନ୍ତା ୧୭ ରୁ ୨୨ ତାରିଖ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରାଯାଇଛି । ୧୭ ତାରିଖ ସକାଳ ୬ରୁ ୨୨ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ସଟଡାଉନ ଲାଗୁ ରହିବ । ଏହି ସମୟରେ ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ, ହୋଟେଲ, ରେଷ୍ଟୁରାଣ୍ଟ, ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ, ବିବାହ ଉସବ, ସାମାଜିକ ଉତ୍ସବ, ସମସ୍ତ ଧାର୍ମିକ ଅନୁଷ୍ଠାନ ଆଦି ବନ୍ଦ ରହିବ । ସମସ୍ତଙ୍କୁ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ ସ୍ବାଧାଦେଵ ସିଂ ଏବଂ ପୁଲିସ ଆରକ୍ଷୀ ଅଧୀକ୍ଷକ ରାହୁଲ କୁମାର ଜୈନ ।
BREAKING NEWS
- LPG Price Hike: ହାଣ୍ଡିଶାଳକୁ ମହଙ୍ଗା ମାଡ; ୨୯ ଟଙ୍କା ବଢିଗଲା ଏଲପିଜି ଗ୍ୟାସ ଦର, ୩ ମାସରେ ବଢିଲାଣି ଏତିକି ଟଙ୍କା…
- ସୁଭଦ୍ରା ହିତାଧିକାରୀଙ୍କ ସ୍କିଲ ମ୍ୟାପିଂ; ୬୦ ବର୍ଷ ହେଲେ ଆପେ ଯିବେ ଭତ୍ତା ପୋର୍ଟାଲକୁ
- ରାଜସୱ ନିରୀକ୍ଷକ ଚାକିରି ଆଶା ଦେଖାଇ ଯୁବକଙ୍କ ଠାରୁ ସାଢେ ୫ ଲକ୍ଷ ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
- ରାଜ୍ୟରେ ମଞ୍ଜୁର ହେଲା ୩,୭୯୩ କୋଟିର ୨୪ ପ୍ରକଳ୍ପ, ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି
- Sambalpur Football Academy: ସମ୍ବଲପୁରରେ ନିର୍ମାଣ ହେବ ଫିଫା ମାନର ଆଧୁନିକ ଫୁଟବଲ ପଡ଼ିଆ
- ଟେନିସ ଜଗତକୁ ମିଳିଲା ନୂଆ ମହିଳା ସୁପରଷ୍ଟାର
- ଫିଲ୍ମ ‘ବାରାଣସୀ’କୁ ନେଇ ବଡ ଖୁଲାସା, ଭଗବାନ ରାମଙ୍କ ଭୂମିକାରେ ଅଭିନୟ କରିବେ ମହେଶ ବାବୁ
- ଲାକ୍ଷାଦ୍ୱୀପରେ ମଦ ଉପରୁ ହଟିଲା ନିଷେଧ, ଏବେ ଲାଇସେନ୍ସ ସହିତ ମିଳିବ ମଞ୍ଜୁରୀ
- ମାଓବାଦୀ କମାଣ୍ଡର ରବୀନ୍ଦ୍ର ଗଞ୍ଜୁ ଦଳର ସକ୍ରିୟ ସଦସ୍ୟ ମୁକେଶ ଗିରଫ;୯ରୁ ଅଧିକ ମାଓହିଂସାରେ ଜଡିତ
- ସଚିନଙ୍କ ପରେ ବୈଭବଙ୍କୁ ନେଇ ବଡ ଅନୁମତି ଦେଲା ବିସିସିଆଇ
Comments are closed.