Latest Odisha News

ରାଜ୍ୟରେ ଆଉ ୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଂଚିଛି ।

ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକ ମାନଙ୍କ ମଧ୍ୟରେ ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତି ରହିଛନ୍ତି। ତେବେ ସେମାନଙ୍କ ସମ୍ପର୍କରେ ସବିଶେଷ ସୂଚନା ମିଳିପାରିନାହିଁ।

Leave A Reply

Your email address will not be published.